Odia News Portal
Browsing Tag

latest odia news

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ…

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,…

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ…

୨ ଦିନ ସ୍କୁଲ ଛୁଟି

ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ…

ଓଜେଏସ୍‌ ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ

ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍‌)-୨୦୨୨ର ପ୍ରିଲିମନାରି ପରୀକ୍ଷା ଆସନ୍ତା ମେ’ ୨୧ରେ ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ଦିବ୍ୟାଙ୍ଗ ପରୀକ୍ଷାର୍ଥୀଙ୍କୁ ଅଧିକ…

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଆସନ୍ତା ମେ’ ୧୦ ତାରିଖରେ ଝାରସୁଗୁଡାରେ ହେବ ଉପ-ନିର୍ବାଚନ । ଏନେଇ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ମେ’ ୧୦ରେ ନିର୍ବାଚନ ହେବାକୁ ଥିବା ବେଳେ ମେ’ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ।…

ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା, ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ରହିପାରେ ପବନ

ପଶ୍ଚିମା ଝଡ଼ର ପ୍ରଭାବ । ଆଜିଠାରୁ କୁଆପଥର ସହ ଝଡ଼ବର୍ଷା ସମ୍ଭାବନା । ବିଶେଷକରି ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା,…

କଟକରେ ୫ଟି ସଚିବ; ବସ୍ ଟର୍ମିନାଲ, ଚଣ୍ଡିମନ୍ଦିର ନିର୍ମାଣ କାର୍ଯ୍ୟର କଲେ ସମୀକ୍ଷା

ରାଜ୍ୟ ସରକାରଙ୍କ ୫ଟି ସଚିବ ଭିକେ ପାଣ୍ଡିଆନ ଶନିବାର କଟକ ଗସ୍ତ କରିଛନ୍ତି। ଏହି ଗ୍ରସ୍ତକାଳରେ ସେ ଐତିହାସିକ କଟକ ସହରରେ ଚାଲିଥିବା ଏକାଧିକ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଛନ୍ତି। ୫ଟି ସଚିବ ଖାନନଗରରେ ନିର୍ମାଣାଧୀନ ନେତାଜୀ ବସ୍‌ ଟର୍ମିନାଲ ବୁଲି ଦେଖିଛନ୍ତି। ଏଠାରେ ୨ ବର୍ଷ ହେଲା…

ପୁଞ୍ଜି ନିବେଶରେ ଜାତୀୟ ହାରଠାରୁ ଓଡ଼ିଶା ଆଗରେ : ଶିଳ୍ପ ମନ୍ତ୍ରୀ

ପୁଞ୍ଜି ନିବେଶରେ ଜାତୀୟ ହାରଠାରୁ ଓଡ଼ିଶା ଆଗରେ ବୋଲି ବିଧାନସଭାରେ କହିଛନ୍ତି ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭ ପ୍ରତିଶତ ଥିବା ସେ ସୂଚନା ଦେଇଛନ୍ତି ।’ ମେକ ଇନ ଓଡ଼ିଶା’ ଅନ୍ତର୍ଗତ ରାଜ୍ୟକୁ ଆସିଥିବା ପୁଞ୍ଜିନିବେଶକୁ ନେଇ…

ରଥଯାତ୍ରା ପାଇଁ ଉତ୍ତର ଘୁମୁସର ବନଖଣ୍ଡରୁ ୨୯ ଗଛ ଚିହ୍ନଟ

ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ମାତା ସୁଭଦ୍ରାଙ୍କ ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ରଥ କାଠ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥି ନିମନ୍ତେ କିଛି ଦିନ ପୂର୍ବରୁ ରଥଯାତ୍ରା କମିଟିର କିଛି ସେବାୟତ ଉତ୍ତର ଘୁମୁସର ବନଖଣ୍ଡର କର୍ମଚାରୀ ମିଶି ବିଭିନ୍ନ ଜଙ୍ଗଲରେ ରଥକାଠ…