ପ୍ରେମରେ ପଡିଲେ ପ୍ରଥମ ୩ ମାସ ହନିମୁନ ଭଳି ଲାଗେ
ଭୁବନେଶ୍ୱର() ଯୁବତୀଙ୍କର ବୟଫ୍ରେଣ୍ଡ ବା ପୁରୁଷ ବନ୍ଧୁ ଥାଆନ୍ତି ଓ ସେମାନେ ତାଙ୍କୁ ବିବାହ କରିବାକୁ ଚାହାଁନ୍ତି ସେଥିପାଇଁ ଯୁବତୀମାନେ ବେଶ୍ କିଛି ସମୟ ଚିନ୍ତା କରନ୍ତି ବୋଲି ଗବେଷକମାନେ କହିଛନ୍ତି। ନିକଟରେ ସିକାଗୋ ବିଶ୍ୱବିଦ୍ୟାଳୟରେ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡିଛି।…