Odia News Portal
Browsing Tag

low-pressure

ଆସନ୍ତା ୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଏବେ ଶୀତଲହରୀ ଜାରି ରହିଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ଘନୀଭୂତ ହେବ । ଏହାସହ ଆସନ୍ତା ୨ ଦିନ…

ଆସୁଛି ଆଉ ଦୁଇଟି ଲଘୁଚାପ

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଶେଷଜ୍ଞଙ୍କ ସୂଚନା ଅନୁସାରେ ସୁମାତ୍ରା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା…

ପୁଣି ନାଦିବ ବର୍ଷା

ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । GFS ମୋଡେଲ…

୧୦ରେ ଲଘୁଚାପ

ଭୁବନେଶ୍ୱର: ଆସନ୍ତାକାଲି ଲଘୁଚାପ ସମ୍ଭାବନା । ୧୨ ଘଣ୍ଟାରେ ଘନୀଭୂତ ହୋଇ ଓ୍ୱେଲମାର୍କ ଲୋ-ପ୍ରେସରର ରୂପ ନେବ ଲଘୁଚାପ । ଏହା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ପରେ ୪ରୁ ୫ ଦିନ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଆନ୍ଧ୍ରପ୍ରଦେଶର କାକିନାଡାରେ…

ଆସୁଛି ଆଉ ଦୁଇଟି ଲଘୁଚାପ, ଜାଣନ୍ତୁ କେବେ?

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷିଥିଲା । ପାଣି ପାଣି ହୋଇଥିଲା ସାରା ଓଡ଼ିଶା । ଏଯାବତ ପାଣି କମିନଥିବା ବେଳେ ପୁଣି ଦୁଇଟି ଲଘୁଚାପ ଆସିବା ନେଇ ସୂଚନା ମିଳିଛି । ଏହାରି ଭିତରେ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିଲାଣି। ୧୮ ତାରିଖ ବେଳକୁ ବଙ୍ଗୋପସାଗର ଉପରେ ଲଘୁଚାପ…

ଘନିଭୂତ ହେଉଛି ଲଘୁଚାପ, ରାଜ୍ୟରେ ପ୍ରବଳ ଛେଚିବ

ଭୁବନେଶ୍ୱର:ସକାଳୁ ସକାଳୁ କୁଟୁଛି ବର୍ଷା । ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆରମ୍ଭ ହୋଇଗଲାଣି ବର୍ଷା । ସେପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହେଉଛି । ୱେଲ୍ ମାର୍କଡ ଲୋ ପ୍ରେସରରେ ପରିଣତ ହେଉଛି ଲଘୁଚାପ । ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବେଙ୍ଗୋପସାଗରରେ ପରିଣତ ହେଲା…

ଆଜିଠୁ ସୃଷ୍ଟି ହେବ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ଆଜିଠୁ ସୃଷ୍ଟି ହେଉଛି ଲଘୁଚାପ ବଳୟ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତି ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ରହିବ। ଏହା ଅଧିକ ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ।…

ଆସୁଛି ଏବର୍ଷର ସବୁଠୁ ବଡ଼ ଲଘୁଚାପ, ଆସନ୍ତାକାଲିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସୁଛି ଏବର୍ଷର ସବୁଠି ବଡ଼ ଲଘୁଚାପ । ଆସନ୍ତାକାଲି ଠାରୁ ଆସୁଛି ବଡ଼ ବର୍ଷା। ୧୧ରେ ଏବର୍ଷର ସବୁଠୁ ବଡ଼ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ବେଳକୁ ଏକ ଲଘୁଚାପ…

୧୧ରେ ଆସୁଛି ଲଘୁଚାପ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଛତିଶଗଡ଼଼ ମୁହାଁ ହୋଇଛି। ଏହାଦ୍ୱାରା ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ। ଅନ୍ୟପଟେ ଆସନ୍ତା ୧୧ ତାରିଖରେ ଆଉ ଏକ ଲଘୁଚାପ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସମ୍ଭାବ୍ୟ ଲଘୁଚାପର ପ୍ରଭାବ ଚଳିତ ମୌସୁମୀ ଋତୁରେ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୬ ତାରିଖ ବେଳକୁ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା । ଆଜି ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ ପ୍ରଭାବରେ ଓଡ଼ିଶାରେ ୬ ଓ ୭ରେ ଭଲ ବର୍ଷା ହେବ । ଅଗଷ୍ଟ ତୁଳନାରେ ସେପ୍ଟେମ୍ବରରେ ଭଲ…