୧୦୭ ପୈାରାଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା
ପଞ୍ଚାୟତ ପରେ ଏବେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଚିଠା ସଂରକ୍ଷଣ ତାଲିକା ପ୍ରକାଶ କରିଛି ନଗର ଉନ୍ନୟନ ବିଭାଗ । ଏହାକୁ ନେଇ ଯଦି କୌଣସି ଆପତ୍ତି ଅଭିଯୋଗ ଥିବ ତେବେ ଜଣାଇବା ପାଇଁ କୁହାଯାଇଛି…