Odia News Portal
Browsing Tag

N

ଡ.ଅଚ୍ୟୁତ ସାମନ୍ତଙ୍କୁ ICFAI ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ

ଭୁବନେଶ୍ବର() ବିଶିଷ୍ଟ ଶିକ୍ଷାବିତ୍‌, ସମାଜସେବୀ ତଥା କିଟ୍‌ ଓ କିସ ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତଙ୍କୁ ସିକିମର ICFAI (ଇକଫାଇ) ବିଶ୍ୱବିଦ୍ୟାଳୟ ପକ୍ଷରୁ ଗୁରୁବାର ସମ୍ମାନସୂଚକ ଡକ୍ଟରେଟ୍‌ ଡିଗ୍ରୀ ପ୍ରଦାନ । ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସିକିମ୍‌ ରାଜ୍ୟପାଳ ଗଙ୍ଗା ପ୍ରସାଦ…

ସମ୍ପୂର୍ଣ୍ଣ ସ୍ୱଚ୍ଛ ରହିଛି ଧାନ କିଣା ପ୍ରକ୍ରିୟା

ଭୁବନେଶ୍ୱର()  ରାଜ୍ୟ ଧାନ କିଣା ପ୍ରକ୍ରିୟା ସମ୍ପୂର୍ଣ୍ଣ ସୁଗମ ଏବଂ ସ୍ୱଚ୍ଛ ରହିଛି ବୋଲି ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମତ ଦେଇଛନ୍ତି । ନିଜକୁ ପଞ୍ଜୀକୃତ କରାଇଥିବା ସମସ୍ତ ଚାଷୀଙ୍କୁ ନାମର କ୍ରମ ଅନୁଯାୟୀ ଟୋକନ ପ୍ରଦାନ କରାଯାଉଛି ଏବଂ ସେହି ଅନୁସାରେ ଧାନ…

ଭୁବନେଶ୍ୱରରୁ ପୁଣି ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର() ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ୨୨୫ ଗ୍ରାମ୍ ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏକ ଦାମୀ କାର ସହ ୨୨୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ଜଣାପଡିଛି । ଖଣ୍ଡଗିରି କଳିଙ୍ଗନଗର ଅଞ୍ଚଳରୁ ଜବତ…

ବଦଳିଲେ ମାଲକାନଗିରି ଜିଲ୍ଲାପାଳ

ମାଲକାନଗିରି()  ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କର ବଦଳି ହୋଇଛି । ମନୀଷଙ୍କ ବଦଳରେ ୱାଇ ବିଜୟ ହୋଇଛନ୍ତି ମାଲକାନଗିରିର ନୂଆ ଜିଲ୍ଲାପାଳ । ତେବେ ମନୀଷ ଅଗ୍ରୱାଲଙ୍କୁ ଯୋଜନା ଓ ସଂଯୋଜନା ବିଭାଗର ଡେପୁଟି ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ସୂଚନା ଅନୁସାରେ, ଗତକାଲି…

ଜିଲ୍ଲାପାଳଙ୍କ ନାଁରେ ହତ୍ୟା ମାମଲା ରୁଜୁ

ମାଲକାନଗିରି() ମାଲକାନଗିରି ଜିଲ୍ଲାପାଳ ମନିଷ ଅଗ୍ରୱାଲଙ୍କ ନାଁ ରେ ଥାନାରେ ହତ୍ୟା ମାମଲା ରୁଜୁ ହୋଇଛି । ଏହି ମାମଲାକୁ ଏସଡିଜେଏମ କୋର୍ଟଙ୍କ ନିର୍ଦେଶକ୍ରମେ ପୋଲିସ ରୁଜୁ କରିଛି । ମୃତ୍ୟୁର ଗତ ୧୦ ମାସ ପରେ ଜିଲ୍ଲାପାଳଙ୍କ ସମେତ ଅନ୍ୟ ଚାରି ଜଣଙ୍କ ନାମରେ କେଶ ରୁଜୁ କରିଛି ମାଲକାନଗିରି…

ଡିଜିଟାଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ()   ଡିଜିଟାଲ ମିଡିଆ ଏବଂ ଓଟିଟି ପ୍ଲାଟଫର୍ମକୁ ନେଇ ଆଜି କେନ୍ଦ୍ର ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଏଣିକି ଏହି ଦୁଇଟି ପ୍ଲାଟଫର୍ମ କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ବିଭାଗର ଅଧୀନରେ ଆସିବ ବୋଲି ବିଜ୍ଞପ୍ତି ଜାରି ହୋଇଛି। ଦେଶରେ ଚାଲୁଥିବା ଅନଲାଇନ୍ ନ୍ୟୁଜ୍…

ନିୟମ ଭାଙ୍ଗିଲେ ଜେଲ ସହିତ ୧ କୋଟିର ଫାଇନ

ନୂଆଦିଲ୍ଲୀ()  ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ ପଦକ୍ଷେପ ଗ୍ରହଣ କରାଯାଇଛି । ଦିଲ୍ଲୀ-ଏନସିଆର ଅଞ୍ଚଳରେ ପ୍ରଦୂଷଣ ନିୟମ ଉଲ୍ଲଂଘନ କଲେ ଏଣିକି ୧ କୋଟିର ଅର୍ଥ ଦଣ୍ଡ ସହିତ ୫ ବର୍ଷର କାରାଦଣ୍ଡ ପ୍ରଦାନ କରାଯିବ । ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ଅଧ୍ୟାଦେଶ ଜାରି…

କର୍ମଚାରୀଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର()  ଉପନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ଆଜି ଘୋଷଣା ହୋଇଛି ଅନୁକମ୍ପା ରାଶି । ପୁଲିଂ କର୍ମଚାରୀ ଓ କେନ୍ଦ୍ରୀୟ ସଶସ୍ତ୍ର ସୁରକ୍ଷା ବଳଙ୍କ ପାଇଁ ଏହି ଘୋଷଣା ହୋଇଛି । କରୋନାରେ ଆକାନ୍ତ ହୋଇ ମୃତ୍ୟୁ ହେଲେ ମିଳିବ ଅନୁକମ୍ପା ରାଶି । ମୃତକଙ୍କ ପରିବାରକୁ ୩୦ ଲକ୍ଷ ଟଙ୍କାର…

ମେଡିସିନ୍ ପାଇଁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ() ମେଡିସିନ୍ ପାଇଁ ଘୋଷଣା ହେଲା ୨୦୨୦ର ନୋବେଲ ପୁରସ୍କାର । ମେଡିସିନ୍ ପାଇଁ ୩ ଜଣଙ୍କୁ ମିଳିବ ନୋବେଲ ପୁରସ୍କାର । ଏହି ୩ ଜଣଙ୍କୁ ମିଳିତ ଭାବେ ନୋବେଲ ପୁରସ୍କାର ମିଳିବ । ତେବେ ସେହି ୩ ଜଣ ହେଉଛନ୍ତି –ହାର୍ଭେ ଜେ ଅଲଟର, ମାଇକେଲ ହଟନ, ଚାର୍ଲସ ଏମ ରାଇସ୍ । ହେପାଟାଇଟିସ୍-ସି…

୪ରୁ ଖୋଲିବ ନନ୍ଦନକାନନ, ପର୍ଯ୍ୟଟକଙ୍କ ହେବ ଥର୍ମାଲ ସ୍କାନିଂ

ଭୁବନେଶ୍ବର()  ଅକ୍ଟୋବର ୪ରୁ ଖୋଲାଯିବ ନନ୍ଦନକାନନ ।  ବଟାନିକାଲ ଗାର୍ଡେନ ମଧ୍ୟ ୪ରୁ ଖୋଲାଯିବ । ନନ୍ଦନକାନନ ଖୋଲିବା ନେଇ ପିସିସିଏଫ ହରିଶଙ୍କର ଉପାର୍ଯ୍ୟାୟ ସୂଚନା ଦେଇଛନ୍ତି । ଏକକାଳୀନ କେତେ ସଂଖ୍ୟକ ପର୍ଯ୍ୟଟକଙ୍କୁ ଛଡାଯିବ, ତାହାର ତର୍ଜମା କରାଯିବ । ମାସ୍କ ପିନ୍ଧିନଥିଲେ କୌଣସି…