Odia News Portal
Browsing Tag

nabanka besha

ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ନବାଙ୍କ ବେଶ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବାଙ୍କ ବେଶ । ଆଜି ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ର ଯଥାକ୍ରମେ ସୋଲ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ, ଚକ୍ର, ହଳ, ମୁଷଳ ଇତ୍ୟାଦି ଧାରଣ କରିଥାନ୍ତି । ନବାଙ୍କ ବେଶରେ ଠାକୁରମାନଙ୍କ ଶିରରୁ ରତ୍ନସିଂହାସନ ଚଟାଣ ଯାଏଁ ଗେଣ୍ଡୁଫୁଲର ମାଳରେ ସୁସଜ୍ଜିତ…