Odia News Portal
Browsing Tag

nabeen pattnaik

୩ ନିର୍ବାହୀ ଅଧିକାରୀଙ୍କୁ ମାଧ୍ୟତାମୂଳକ ଅବସର

ଅପାରଗ ତଥା ଦୁର୍ନୀତିଗ୍ରସ୍ତ ୩ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଏବଂ ଜଣେ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରାଯାଇଛି । ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର…

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା

ଗଞ୍ଜାମ ରୁ ପିକନିକ ଯାଉଥିବା ଏକ ଗାଡ଼ି ବାଲୁଗାଁ ଠାରେ ଦୁର୍ଘଟଣା ଗ୍ରସ୍ତ ହେଇଥିବା ଏବଂ ଏଥିରେ ରଙ୍ଗେଇଲୁଣ୍ଡା ଅଞଳର ତିନି ଜଣ ଛାତ୍ର ଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ମାନଙ୍କୁ ଗଭୀର ସମବେଦନା…

ସ୍ମାର୍ଟ କାର୍ଡରେ ଯୋଡି ହେବ ଆଉ ୨ଟି ଜିଲ୍ଲା

ବିଜୁ ସ୍ମାର୍ଟ ହେଲଥ୍ କାର୍ଡ ଯୋଜନାରେ ଯୋଡି ହେବ ଆଉ ଦୁଇ ଜିଲ୍ଲା । ଆଜି ସୋନପୁର ଓ ବୌଦ୍ଧ ଜିଲ୍ଲାର ହିତାଧିକାରୀଙ୍କୁ ନୂଆ ସ୍ମାର୍ଟ ହେଲ୍ଥ କାର୍ଟ ବଂଟନ କରାଯିବ । ଏହା ସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ଏହି ସ୍ମାର୍ଟ…

ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅନୁଗୋଳ ଗସ୍ତ

ଅନୁଗୋଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶନିବାର ଦିନ ପ୍ରାୟ ୧୧ଟା ୩୦ ମିନିଟ୍ ସମୟରେ ହେଲିକାପ୍ଟର ଯୋଗେ ଅନୁଗୋଳ ଷ୍ଟାଡିୟମରେ ପହଞ୍ଚି BSKY କାର୍ଡ଼ ବଣ୍ଟନ କରିବାର କାର୍ଯ୍ୟକ୍ରମ ରହିଛି । ଷ୍ଟେଜ ଉପରେ ୫ଟି ବ୍ଲକର ୫ ଜଣଙ୍କୁ କାର୍ଡ ବଣ୍ଟନ କରିବା ସହ ଜିଲ୍ଲାରେ ମୋଟ…

ଆଜି ନବୀନ ଓ ଜଗନଙ୍କ ଭେଟ

କୋଟିଆ ବିବାଦ ଜାରି ରହିଥିବା ବେଳେ ଆଜି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗମୋହନ ରେଡ୍ଡୀ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବେ । ଜଗନ ୪ଟା ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବାର କାର୍ଯ୍ୟକ୍ରମ ରହିଛି । ବିବାଦ ଭିତରେ ଦୁଇ ରାଜ୍ୟର ମୁଖ୍ୟଙ୍କ ମଧ୍ୟରେ ଆଲୋଚନା ହେବାକୁ…

ଜିଲ୍ଲାରେ ପ୍ରତିଷ୍ଠା ହେବ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି । ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ…