ଅର୍ଥମନ୍ତ୍ରୀଙ୍କ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ
ନୁଆଦିଲ୍ଲୀ() ଫେବୃଆରୀ ୧ରେ ସଂସଦରେ ସାଧାରଣ ବଜେଟ୍ ।ତେବେ ବଜେଟର ଗୋଟିଏ ଦିନ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି ।
ବଜେଟ୍ ୨୦୨୦-୨୧ ପ୍ରସ୍ତୁତ କରିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପାଇଁ ବଡ ଚାଲେଞ୍ଜ । କାରଣ…