Odia News Portal
Browsing Tag

odia jawan

ଆତ୍ମହତ୍ୟା କଲେ ଯବାନ

ନୁଆପଡା: କୋମନା ଥାନା ଅନ୍ତର୍ଗତ ବରକୋଟ ଗାଁରେ ଥିବା CRPF କ୍ୟାମ୍ପରେ ଘଟିଛି ଅଘଟଣ । ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି ଯବାନ । ମୃତ ଯବାନ ହେଲେ ରାମ ପ୍ରତାପ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ, ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛନ୍ତି ବରିଷ୍ଠ ଅଧିକାରୀ ।…

ସେନା ଦିବସରେ ସହିଦ ହେଲେ ଓଡିଆ ଯବାନ

ଗଜପତି: ଜାମ୍ମୁ-କାଶ୍ମୀରରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ସଶସ୍ତ୍ର ସୀମା ବଳ ବୀରପୁର ତାଲିମ କେନ୍ଦ୍ରରେ ଟ୍ରେନିଂ ବେଳେ ବିଦ୍ୟୁତ୍ ସଂଯୋଗରେ ଆସି ୩ ଯବାନ ସହିଦ ହୋଇଛନ୍ତି । ମୃତ ଯବାନଙ୍କ ମଧ୍ୟରେ ଗଜପତି ଜିଲ୍ଲା ରାୟଗଡ ବ୍ଲକର କୁରୁଗୁବା ଗାଁର ପର୍ଶୁରାମ ଶବରଙ୍କ ମୃତ୍ୟୁ ହୋଇଛି…

ପଞ୍ଚଭୂତରେ ବିଲୀନ ହେଲେ ଓଡିଆ ଯବାନ ରାଣାପ୍ରତାପ

ପଞ୍ଚଭୂତରେ ବିଲୀନ ହେଲେ ଓଡିଆ ଯବାନ ରାଣା ପ୍ରତାପ। ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ଜନ୍ମମାଟି ତାଳଚେରର କୃଷ୍ଣଚନ୍ଦ୍ରପୁର ଗାଁରେ ତାଙ୍କର ଶେଷ କୃତ୍ୟ ସଂପନ୍ନ ହୋଇଛି। ଶେଷ କୃତ୍ୟରେ ଅନେକ ମାନ୍ୟଗଣ ବ୍ୟକ୍ତି ସାମିଲ୍ ହୋଇଛନ୍ତି। ରାଣା ପ୍ରତାପ ଅମର ରହେ ଧ୍ଵନୀରେ ପ୍ରକମ୍ପିତ ହୋଇ ଉଠିଛି…

ଆଜି ଓଡିଆ ଯବାନ ରାଣା ପ୍ରତାପଙ୍କ ମର ଶରୀର ପହଂଚିବ ଓଡିଶାରେ

ଆଜି ଓଡ଼ିଶା ପହଞ୍ଚିବ ଓଡ଼ିଆ ଯବାନ ରାଣା ପ୍ରତାପଙ୍କ ମରଶରୀର । ଗାଁ ମାଟି ତାଳଚେର କୃଷ୍ଣଚନ୍ଦ୍ରପୁରରେ ହେବ ଅନ୍ତିମ ସଂସ୍କାର । ଶେଷକୃତ୍ୟ ପାଇଁ ଜନ୍ମାମାଟିରେ ବ୍ୟାପକ ପ୍ରସ୍ତୁତି ହୋଇଛି । ରାଣା ପ୍ରତାପଙ୍କ ପାର୍ଥିବ ଶରୀର ଆଜି ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିବ ବୋଲି…