Odia News Portal
Browsing Tag

Odisha CM Naveen Patnaik

ନୂଆପଡ଼ା ଜିଲ୍ଲାରେ ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନା

ନୂଆପଡ଼ା ଜିଲ୍ଲାରେ ପ୍ରଥମ କରି ଆରମ୍ଭ ହୋଇଛି ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଯୋଜନା | ଅପହଞ୍ଚ ଅଞ୍ଚଳବାସୀଙ୍କୁ ସୁବିଧାରେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ଉଦେଶ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହୋଇଛି | ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଆରମ୍ଭ…

ରାଜ୍ୟରେ ରୋଗୀ ସେବାର ନୂଆ ଯୋଜନା କଲେ ମୁଖ୍ୟମନ୍ତ୍ରୀ

ଦୂର୍ଗମ ଅଞ୍ଚଳରେ ରହିବ ନାହିଁ ସ୍ବାସ୍ଥ୍ୟସେବା ଜନିତ ଅସୁବିଧା। କିଛି ବି ଅସୁବିଧା ହେଲେ ରୋଗୀ ନିକଟରେ ଏୟାର ଲିଫ୍ଟରେ ପହଞ୍ଚିବେ ଡାକ୍ତର । ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସେବାର ଶୁଭାରମ୍ଭ କରିବେ ।…

ନବୀନଙ୍କ ‘ଅମୂଲ୍ୟ’ ଦାନ ବଢାଇଛି ଓଡିଶାର ଗୌରବ

ଭୁବନଶ୍ୱେର: ଅମ୍ଲଜାନ ସଙ୍କଟକୁ ନେଇ ଏବେ ସାରା ଦେଶରେ ଚାଲିଛି ରାଜନୈତିକ ବାକବିତଣ୍ଡା । ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର କୋର୍ଟ କଚେରୀରେ ପରସ୍ପର ଉପରେ ଦୋଷ ଲଦାଲଦି ହେଉଛନ୍ତି । ଏପରିକି ବିଭିନ୍ନ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ରକୁ ଅକ୍ସିଜେନ ଅଭାବ ପାଇଁ ଦାୟୀ କରି…

ବିକାଶର ନୂଆଚିତ୍ର ଦେଖିବ ନୂଆପଡ଼ା

ଭୁବନେଶ୍ୱର: ଆସନ୍ତାକାଲି ନୂଆପଡ଼ା ଯିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରସ୍ତୁତି କରାଯାଇଛି । ରାଜ୍ୟ ସରକାର ସମ ବିକାଶକୁ ଗୁରୁତ୍ୱ ଦେଉଥିବାରୁ ପ୍ରାୟ ୪ ହଜାର କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିପାରନ୍ତି ନବୀନ । ପଛୁଆ ଜିଲ୍ଲାକୁ ଆଗକୁ ଆଣିବା ପାଇଁ ସରକାର…

ଆନ୍ତର୍ଜାତୀୟ ମାନର ହେବ କୋଣାର୍କ ଅଞ୍ଚଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାମ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳ ବିକାଶର ଚିଠା ଯୋଜନା ପ୍ରସ୍ତୁତ ହୋଇଛି। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ…

ସରକାରଙ୍କ ଫୋକସରେ ପଶ୍ଚିମ ଓଡ଼ିଶା

ସମ୍ବଲପୁର: ସମ୍ବଲପୁର ଓ ରାଉରକେଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଫାଇଭ ଟି ସଚିବ ଭି.କେ. ପାଣ୍ଡିଆନ୍। ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ସମଲେଶ୍ୱରୀ ପୀଠର ବିକାଶ ଉପରେ ରହିଛି ରାଜ୍ୟ ସରକାରଙ୍କ ଫୋକସ୍। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏକ…

ମୋଦିଙ୍କ କାମରେ ଖୁସ୍ ଓଡ଼ିଶାବାସୀ

ଭୁବନେଶ୍ୱର: ମୋଦିଙ୍କ ଉପରେ ଖୁସି ଓଡ଼ିଶାବାସୀ | ଜାତୀୟ ଗଣମାଧ୍ୟମ ଆଇଏଏନଏସ ଓ ସି- ଭୋଟର ସର୍ଭେ ଏହି ରିପୋର୍ଟ ପ୍ରକାଶ କରିଛି । ଏହି ସର୍ଭେରେ ଦେଶର ସମସ୍ତ ୫୪୩ ଲୋକସଭା ଆସନରୁ ଲୋକମାନେ ଅଂଶଗ୍ରହଣ କରିଛନ୍ତି। ଏହି ସର୍ଭେରେ ୩୦ ହଜାରରୁ ଅଧିକ ଲୋକ ଜଡିତ ଅଛନ୍ତି । ଗତ ୧୨ ସପ୍ତାହ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି ତଦାରଖ

କଳାହାଣ୍ଡି: ଆସନ୍ତାକାଲି ଅର୍ଥାତ୍ ୧୪ ତାରିଖରେ କଳାହାଣ୍ଡି ଗସ୍ତ କରି ଇନ୍ଦ୍ରାବତୀ ମେଗା ଜଳସେଚନ ପ୍ରକଳ୍ପ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରାୟ ୮୦୦ କୋଟି ଟଙ୍କାରେ ନିର୍ମିତ ହୋଇଛି ଇନ୍ଦ୍ରାବତୀ ପ୍ରକଳ୍ପ ।ଏହି ପ୍ରକଳ୍ପ ଦ୍ୱାରା କଳାହାଣ୍ଡି ଜିଲ୍ଲାର ଧର୍ମଗଡ,…