Odia News Portal
Browsing Tag

omicron cases

ରାଜ୍ୟରେ ୩୦୦ ଟପିଲା ଓମିକ୍ରନ ସଂଖ୍ୟା

ଓଡିଶାରେ ଆଉ ୧୪୫ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେଲେ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭ ରେ ପହଞ୍ଚିଛି । ଆଉ ୧୪୫ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ…

ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ପୁଣି ବୃଦ୍ଧି ପାଇଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଓଡିଶାରୁ ଆଉ ୩୨ ଓମିକ୍ରନ୍ ପଜିଟିଭ୍ ଚିହ୍ନଟ ହେବା ସହ ରାଜ୍ୟରେ ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।

ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ

ଦିଲ୍ଲୀରେ ଓମିକ୍ରନର ଆରମ୍ଭ ହୋଇଯାଇଛି ବୋଲି ସୂଚନା ମିଳିଛି । ଗୋଷ୍ଠୀ ସଙ୍କ୍ରମଣକୁ ନେଇ ମିଳିଲା କ୍ଲିନିକାଲ ପ୍ରମାଣ । ଦିଲ୍ଲୀ ଆଇଏଲବିଏସ କ୍ଲିନିକାଲ ଭାଇରୋଲୋଜି ବିଭାଗର ସୂଚନା ।

ରାଜ୍ୟରେ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆତଙ୍କ ବଢାଉଛି ଓମିକ୍ରନ । ରାଜ୍ୟରେ ବଢୁଛି ଓମିକ୍ରନ୍ କେସ୍ । ଆଉ ୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ କେହି ବିଦେଶ ଫେରନ୍ତା ନାହାନ୍ତି । ଜିନ୍ମ ସିକ୍ୱେଏନ୍ସିଂ ପରେ ଓମିକ୍ରନ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି।…

ଓମିକ୍ରନ ସଂକ୍ରମଣ ଅଧିକ କରିବ କିନ୍ତୁ ଗୁରୁତର ନୁହେଁ ବୋଲି କହିଲେ ସ୍ୱାସ୍ଥ୍ୟ ବିଭାଗ

ବିଦେଶ ଫେରନ୍ତା ବ୍ୟାକ୍ତିଙ୍କର ଓମିକ୍ରନ ଟେଷ୍ଟ ହେଉଛି । ପଜିଟିଭ୍ ଆସିଲା ପରେ ଜିନମ୍ ସିକ୍ୟୁଏନ୍ସି କରାଯାଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।ସେ କହିଛନ୍ତି ଯେ, ରବିବାର ୨୩ ଜଣ ଓମିକ୍ରନ ଭିତରୁ ୧୯ ଜଣଙ୍କ ଲକ୍ଷଣ ନାହିଁ। ବହୁତ କମ୍ ଲୋକଙ୍କ ଠାରେ ସିମ୍ଟମ୍…

ବିହାରରେ ମାସେ ଭିତରେ ୧୦ ଗୁଣା ବଢିଲା ଓମିକ୍ରନ ସଂଖ୍ୟା

ଓମିକ୍ରନ ଭାଇରସ ସାରା ଦେଶରେ ବ୍ୟପିଗଲାଣି । ଏବଂ କରୋନାର ତୃତୀୟ ଲହରୀ ଏବେ ଆରମ୍ଭ ହୋଇଯାଇଛି। ଏଥରକ ନୂଆ ଭ୍ୟାରିଏଣ୍ଟ ଭାବେ ଓମିକ୍ରନ୍ କାୟା ବିସ୍ତାର କରିବାରେ ଲାଗିଛି। ଓମିକ୍ରନ୍ର ଭୟାବହତା ପୂର୍ବ ଦୁଇଟି ଲହରୀ ଠାରୁ ଯଥେଷ୍ଟ ଅଧିକ ରହିବ ବୋଲି ଏକ୍ସପର୍ଟମାନେ ମତବ୍ୟକ୍ତ କରିଛନ୍ତି।…

ଓଡିଶାରେ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ

ରାଜ୍ୟରେ ଓମିକ୍ରନ ଆତଙ୍କ ବଢି ବଢି ଚାଲିଛି । ଆଜି ଆଉ ପାଞ୍ଚଜଣ ଓମିକ୍ରନ ପଜିଟିଭ୍ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଓମିକ୍ରନ ଚିହ୍ନଟ ସଂପର୍କରେ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି ।…

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରନ୍ତ ଚିହ୍ନଟ

ଓଡିଶାକୁ ଡରାଉଛି ଓମିକ୍ରନ ।ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରନ୍ତ ଚିହ୍ନଟ । ମୋଟ ସଂକ୍ରମିତ ୯ କୁ ବୃଦ୍ଧି । ଆକ୍ରାନ୍ତ ଜଣକ ୟୁଏଇରୁ ଫେରିଥିଲେ । ତାଙ୍କ ବୟସ ୩୧ ବର୍ଷ ହେବ ବୋଲି କୁହାଯାଉଛି । ସେ ଦୁବାଇରୁ କୋଲକାତା ଆସିଥିଲେ । ସେଠାରୁ ଟ୍ରେନ ଯୋଗେ…

ଓମିକ୍ରନ ସଜାଗ,ବସିବ ଉଚ୍ଚସ୍ତରୀୟ ବୈଠକ

କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢାଇଲାଣି । ରାଜ୍ୟରେ ୨ ଜଣ ଓମିକ୍ରନ ଚିହ୍ନଟ ପରେ ସରକାର ସଜାଗ ହେଉଛନ୍ତି । ତେବେ ବୁଧବାର ଓମିକ୍ରନ ମୁକାବିଲା ନେଇ ଉଚ୍ଚସ୍ତରୀୟ ବୈଠକ ବସିବ । ମୁଖ୍ୟ ଶାସନ ସଚିବଙ୍କ ଅଧକ୍ଷତାରେ ଲୋକସଭା ଭାବନରେ ଏହି ବୈଠକ ହେବା ନେଇ ସୂଚନା ମିଳିଛି।

ଓମିକ୍ରନ ଭାରିଏଣ୍ଟର ଲକ୍ଷଣ ସବୁଠୁ ଭୟଙ୍କର

ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି ଓମିକ୍ରନ ଭାରିଏଣ୍ଟ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ଡ଼ବ୍ଲ୍ୟୁଏଚଓ) ଅନୁଯାୟୀ, ଏହି ଭାରିଏଣ୍ଟ ବର୍ତ୍ତମାନ ଯାଏ ବିଶ୍ୱର ୭୭ ଟି ଦେଶକୁ ସଂକ୍ରମିତ କରିଛି । କରୋନାର ଅନ୍ୟ ଷ୍ଟ୍ରେନ ତୁଳନାରେ ଓମିକ୍ରନ ଦ୍ରୁତ ଗତିରେ ମାଡ଼ୁଥିବା କୁହାଯାଉଛି । ବ୍ରିଟେନରେ ଗୁରୁବାର…