Odia News Portal
Browsing Tag

oskar farnadis

ପରଲୋକରେ ବରିଷ୍ଠ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡେଜ୍

ବାଙ୍ଗାଲୋର: ବରିଷ୍ଠ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡେଜଙ୍କ ପରଲୋକ । ମେଡିକାଲରେ ଚିକିତ୍ସିତ ହେଉଥିବାବେଳେ ଆଜି ତାଙ୍କର ବିୟୋଗ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା । ତାଙ୍କ ମୃତ୍ୟୁରେ କଂଗ୍ରେସରେ ଶୋକର ଛାୟା ଖେଳିଯାଇଛି । ମେଙ୍ଗାଲୁରୁ ପୁଲିସ ପକ୍ଷରୁ ତାଙ୍କ…