Odia News Portal
Browsing Tag

pari murder case

ପରୀ ହତ୍ୟା ଘଟଣାରେ ସତ ମାନିଲା ସରୋଜ

ନୟାଗଡ଼: ପରୀ ହତ୍ୟା ଘଟଣାରେ ସତ ଓଗାଳିଛି ଅଭିଯୁକ୍ତ ସରୋଜ | ହତ୍ୟା ଘଟଣାରେ ନାବାଳକ ଅଭିଯୁକ୍ତ ସରୋଜ ସେଠୀର ସ୍ୱୀକାରୋକ୍ତି ଭିଡିଓ । ପରୀକୁ କେମିତି ମାରିଲା, କେମିତି ଫିଙ୍ଗିଲା ଭିଡ଼ିଓରେ ଗୋଟି ଗୋଟି ସତ ବଖାଣିଛି ଅଭିଯୁକ୍ତ | ସ୍ୱୀକାରୋକ୍ତି ଭିଡିଓରେ ଅଭିଯୁକ୍ତ କେମିତି ପରୀକୁ…

ସୁପ୍ରିମକୋର୍ଟରେ ପରୀ ମାମଲା, ସିବିଆଇକୁ ନୋଟିସ୍

ନୟାଗଡ଼: ବହୁ ଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ସରକାର ଓ ସିବିଆଇକୁ ନୋଟିସ କଲେ ମାନ୍ୟବର ସୁପ୍ରିମକୋର୍ଟ । ପରୀ ମାଆ ସୌଦାମିନୀଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ନୋଟିସ୍‌ କରିଛନ୍ତି । ଆଜି ପରୀର ମାଆ ନ୍ୟାୟ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଓ ଘଟଣାର…

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ପରୀ’ର ମା

ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀ'ର ମା | ନ୍ୟାୟ ପାଇବା ପାଇଁ ସୁପ୍ରିମକୋର୍ଟ ଗଲେ ପରୀର ମା ସୌଦାମିନୀ | ଘଟଣାର ସିବିଆଇ ତଦନ୍ତ ଦାବିରେ ସୁପ୍ରିମ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୌଦାମିନୀ | ତେବେ ନୟାଗଡ଼ ପରି ହତ୍ୟା ମାମଲାରେ…

ବ୍ରେନ୍‌ ମ୍ୟାପିଂ ଟେଷ୍ଟ ପାଇଁ ଅମଙ୍ଗ ସରୋଜ

ନୟାଗଡ଼: ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକର ବ୍ରେନ୍‌ ମ୍ୟାପିଂ ପାଇଁ ଅମଙ୍ଗ | ଆଜି ଏସ୍‌ଆଇଟିର ବ୍ରେନ୍‌ ମ୍ୟାପିଂ ଆବେଦନ ଉପରେ ଶୁଣାଣି ହୋଇଥିଲା । ଅଭିଯୁକ୍ତକୁ ଅନୁଗୁଳସ୍ଥିତ ବାଳସୁଧାର ଗୃହରୁ ଅଣାଯାଇ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡ(ଜେଜେବି)ରେ ହାଜର କରାଯାଇଥିଲା…

ପରୀ ମୃତ୍ୟୁ ତଦନ୍ତ ପାଇଁ ଏସ୍‌ଆଇଟିକୁ ମହଲତ

ନୟାଗଡ଼: ହାଇକୋର୍ଟରେ ନୟାଗଡ ପରୀ ମୃତ୍ୟୁ ମାମଲା । ଏସ୍‌ଆଇଟି ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇନି ଷ୍ଟାଟସ ରିପୋର୍ଟ। ଏସଆଇଟି ଦେଇଥିବା ପୂର୍ବ ରିପୋର୍ଟକୁ ଅନୁଧ୍ୟାନ କରିଛନ୍ତି କୋର୍ଟ । ଅଧିକ ତଦନ୍ତ ପାଇଁ ଏସଆଇଟିକୁ ୨ ମାସ ସମୟ ଦେଇଛନ୍ତି ହାଇକୋର୍ଟ । ତେବେ ହାଇକୋର୍ଟ ଏସଆଇଟିକୁ ଆଜି…

ନାର୍କୋ ଟେଷ୍ଟକୁ ପରୀ ଅଭିଯୁକ୍ତର ନା

ନୟାଗଡ଼: ନାର୍କୋ ଟେଷ୍ଟକୁ ନାବାଳକ ଅଭିଯୁକ୍ତଙ୍କ ନା| ନାର୍କୋ ଟେଷ୍ଟ ନିମନ୍ତେ ଅମଙ୍ଗ ହେଲେ ଅଭିଯୁକ୍ତ । ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟା ମାମଲାରେ ଏସ୍‌ଆଇଟି ଦ୍ୱାରା ଗିରଫ ନାବାଳକ ଅଭିଯୁକ୍ତ ଆଜି ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର ହୋଇଥିବା ବେଳେ ସେଠାରେ ନାର୍କୋ ଟେଷ୍ଟ…

ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ସରୋଜ ହାଜର

ନୟାଗଡ଼ : ଯଦୁପୁର ପରୀ ହତ୍ୟା ମାମଲାରେ ଅଭିଯୁକ୍ତ ନାବାଳକ ସରୋଜ ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର । ନୟାଗଡ଼ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ହେବ ନାର୍କୋ ଟେଷ୍ଟ ଆବେଦନର ଶୁଣାଣି ।ପରୀ ହତ୍ୟା ମାମଲାରେ ଗିରଫ ନାବାଳକ ଅଭିଯୁକ୍ତକୁ ଆଜି ଜୁଭେନାଇଲ୍ ଜଷ୍ଟିସ୍ ବୋର୍ଡରେ ହାଜର କରିଛି…

ପକ୍ସୋ କୋର୍ଟରେ ହାଜର ପରୀର ଅଭିଯୁକ୍ତ

ନୟାଗଡ଼ : ପରୀ ହତ୍ୟା ମାମଲାରେ ନୟାଗଡ଼ ପକ୍ସୋ କୋର୍ଟରେ ହାଜର ହେଲା ଅଭିଯୁକ୍ତ ସରୋଜ ସେଠୀ । କୋର୍ଟରେ ସରୋଜର ମା ଓ ଭଉଣୀ ମଧ୍ୟ ଉପସ୍ଥିତ ଅଛନ୍ତି । ନାବାଳକ ଦର୍ଶାଇ ଗତକାଲି କୋର୍ଟରେ ଆବେଦନ କରିଥିଲେ ଅଭିଯୁକ୍ତର ପରିବାର । ତେବେ ଶୁଣାଣି କରି ରାୟକୁ ସଂରକ୍ଷିତ ରଖିଥିଲେ କୋର୍ଟ । ସେ ନେଇ…

ପରୀ ଘଟଣାର ସିବିଆଇ ତଦନ୍ତ ଦାବିକଲେ ଧର୍ମେନ୍ଦ୍ର

ଢେଙ୍କାନାଳ: ପରୀ ମାମଲାର ତଦନ୍ତକୁ ନେଇ ମୁହଁ ଖୋଲିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଏହି ଘଟଣାରେ ସିବିଆଇ ତଦନ୍ତ ଦାବି କରିଛନ୍ତି ।ସେ କହିଛନ୍ତି ଯେ ଘଟଣାର ତଦନ୍ତ କରାଗଲେ ସବୁ ଘଟଣା ପଦାକୁ ଆସିବ ଆସିପାରିବ । ଏହାସହ ପରୀ ମାମଲାରେ ତା ବାପା, ମା’ କିଛି…