Odia News Portal
Browsing Tag

pg

ୟୁଜି ପ୍ରଥମ ବର୍ଷ ୨୦ରୁ କ୍ଲାସରୁମ୍ ପାଠପଢା

ଆସନ୍ତା ୨୦ରୁ କ୍ଲାସରୁମରେ ପାଠ ପଢିବେ ୟୁଜି ପ୍ରଥମ ବର୍ଷର ପିଲା । କଲେଜରେ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଶ୍ରେଣୀଗୃହରେ ଆରମ୍ଭ ହେବ ପାଠ । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ଭିସି…

ଏମ୍‌ସ ପିଜି ଏଣ୍ଟ୍ରାନ୍ସ ଘୁଞ୍ଚିଲା

ଭୁବନେଶ୍ୱର: ଏମ୍‌ସ ପିଜି ଏଣ୍ଟ୍ରାନ୍ସ ଘୁଣ୍ଟଲା । ଜୁନ୍ ୧୬ରୁ ୨୧ ଯାଏ ହେବାକୁ ଥିଲା ଏହି ପରୀକ୍ଷା । ତେବେ ପରୀକ୍ଷା କେବେ ହେବ ତାହା ସ୍ପଷ୍ଠ ହୋଇନାହିଁ । ତେବେ ଏନେଇ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ପ୍ରକାଶ ପାଇବ । ପରୀକ୍ଷା ଘୁଞ୍ଚିବା ନେଇ ସୂଚନା ଦେଲେ ଭୁବନେଶ୍ୱର ଏମ୍‌ସ…

୧୨ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର() ଆସନ୍ତା ୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ୧୨ ତାରିଖରୁ ୨୨ ତାରିଖ ମଧ୍ୟରେବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ହେବ ପରୀକ୍ଷା। ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨ ହଜାର ୧୮୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ୭ ନଭେମ୍ବରରେ ପ୍ରକାଶ ପାଇବ ମେରିଟ…

ଆଜିଠୁ +3 ଓ PG ଶେଷ ସେମିଷ୍ଟାର

ଭୁବନେଶ୍ବର () ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍ ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ…

ୟୁଜି ଓ ପିଜି ପରୀକ୍ଷା ଘୁଞ୍ଚାଇବାକୁ ଚିଠି

ଭୁବନେଶ୍ୱର()  ଦେଶ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ତେଣୁ ପ୍ରାୟ ସମସ୍ତ ପରୀକ୍ଷା ବାତିଲ କରାଯାଇଥିଳା । ଯାହାଫଳରେ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ବେଶ ପ୍ରଭାବ ପଡ଼ିଛି । ଏହାରି ମଧ୍ୟରେ ୟୁଜି, ପିଜି ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । କିନ୍ତୁ ୟୁଜି ଓ ପିଜି ପରୀକ୍ଷା…

ୟୂଜି, ପିଜି ପରୀକ୍ଷା ହେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ() ୟୁଜି ଓ ପିଜି ପରୀକ୍ଷା ନେଇ ଆସିଲା ବଡ଼ ଖବର । ସେପ୍ଟେମ୍ବର ଶେଷ ସୁଦ୍ଧା ୟୁଜି ଓ ପିଜି ପରୀକ୍ଷା ହେବ । ପରୀକ୍ଷା ବାତିଲ ନେଇ କରାଯାଇଥିବା ଆବେଦନକୁ ସୁପ୍ରିମକୋର୍ଟ ଆଜି ଖାରଜ କରିଛନ୍ତି । ୟୁଜିସିରେ ଜୁଲାଇ ୬ ନିର୍ଦ୍ଦେଶକୁ କାଏମ ରଖିଚନ୍ତି କୋର୍ଟ । ସେପ୍ଟେମ୍ବର ସୁଦ୍ଧା…

UG ଓ PG ପରୀକ୍ଷା ବାତିଲ

ଭୁବନେଶ୍ୱର() ସାରା ରାଜ୍ୟରେ କରୋନା ମହାମାରୀ ମାଡିଚାଲିଛି । ଏହାରି ମଧ୍ୟରେ ବିଶ୍ୱବିଦ୍ୟାଳୟ କୁଳପତିଙ୍କ ସହ ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି । ବୈଠକ ପରେ UG ଓ PGର ବାକିଥିବା ଫାଇନାଲ ସେମିଷ୍ଟାରକୁ ବାତିଲ କରାଯାଇଛି । ସମସ୍ତ ଥିଓରି ଓ ପ୍ରାକ୍ଟିକାଲ ପରୀକ୍ଷାକୁ ବାତିଲ…