Odia News Portal
Browsing Tag

pm narendra modi

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ଏବେ ପୁଣି କରୋନାର ସଙ୍କ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରଖି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ ତାରିଖରେ ଭର୍ଚୁଆଲ ମୋଡରେ କରିବେ ଆଲୋଚନା । ଦେଶରେ କୋଭିଡ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଜମ୍ମୁରେ ବିସ୍ଫୋରଣ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ ପୂର୍ବରୁ ଜମ୍ମୁରେ ବିସ୍ଫୋରଣ । ରବିବାର ସକାଳେ ଜାମ୍ମୁ କାଶ୍ମୀରର ସାମ୍ବା ଜିଲ୍ଲାର ଏକ କ୍ଷେତରେ ବିସ୍ଫୋରଣ ଘଟିଛି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରସ୍ତାବିତ ଜନ ସଭା ସ୍ଥାନଠାରୁ ଏହି ବିସ୍ଫୋରଣ ମାତ୍ର ୪ କିଲୋମିଟର ଦୂରରେ ହୋଇଛି । ଏହି ଘଟଣା…

ଆଜି ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସଂପର୍କରେ ଆଲୋଚନା କରିବେ ପ୍ରଧାନ ମନ୍ତ୍ରୀ

ସାରା ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨ ଲକ୍ଷ ପାର କରିଛି କରୋନା ସଂକ୍ରମଣ । ସାରା ଦେଶରେ ଏବେ କୋଭିଡ଼ ସ୍ଥିତି ଆତଙ୍କ ସୃଷ୍ଟି କଲାଣି । ସାରା ଦେଶରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ମଧ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଦେଶରେ…

ଦେଶ ସଂକଟରେ ନବୀନ ସାଜିବେ ସଙ୍କଟ ମୋଚକ

*ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ | *ଦେଶରେ କରୋନା ସ୍ଥିତି ନେଇ ଫୋନ୍ ଯୋଗେ କଲେ ଆଲୋଚନା | *ଅକ୍ସିଜେନ ଉତ୍ପାଦନ ଓ ଜରୁରୀକାଳୀନ ସ୍ଥିତିରେ ଅନ୍ୟ ରାଜ୍ୟକୁ ସହଯୋଗର ହାତ |

ପବିତ୍ର ଉତ୍କଳ ଦିବସରେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା

ଭୁବନେଶ୍ବର: ଆଜି ପବିତ୍ର ଉତ୍କଳ ଦିବସ । ଓଡିଶା ପାଇଁ ଆଜିର ଦିନ ବେଶ୍ ଅବିସ୍ମରଣୀୟ ।ଆଜିର ଦିନରେ ଭାଷା ଭିତ୍ତିରେ ଆମ ଓଡ଼ିଶାକୁ ମିଳିଥିଲା ସ୍ବତନ୍ତ୍ର ପ୍ରଦେଶର ମାନ୍ୟତା । ଏପ୍ରିଲ ୧, ୧୯୩୬ ମସିହାରେ ଅସ୍ତିତ୍ବ ପାଇଥିବା ଓଡିଶାର ଏହି ପବିତ୍ର ଦିବସକୁ ମନେ ପକାଇଛନ୍ତି ସମ୍ପୂର୍ଣ୍ଣ…

ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ବର: ରାଜ୍ୟକୁ ପୁଣି ଫେରିଛି କରୋନା ମହାମାରୀ ଭୟ ।ଧୀରେ ଧୀରେ ଅବସ୍ଥା ନିୟନ୍ତ୍ରଣ ବାହାରକୁ ଯାଉଛି । ଏହାକୁ ଦେଖି କିଛି ରାଜ୍ୟରେ ଲକଡାଉନ, ସଟଡାଉନ ଓ ରାତ୍ରୀକାଳୀନ କର୍ଫ୍ୟୁ ମଧ୍ୟ ଆରମ୍ଭ ହୋଇଛି । ରାଜ୍ୟ ଓ ଜିଲ୍ଲା ପ୍ରଶାସନ କଡ଼ା ନିୟମ ଲାଗୁ କରି ଦେଇଥିବା ବେଳେ ଟିକାକରଣକୁ…

କୋଭିଡ୍ ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: କରୋନା ଟିକା ଗ୍ରହଣ କଲେ ପ୍ରଧାନମନ୍ତ୍ରୀ। ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ ବେଳେ କରୋନା ଟିକା ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଦିଲ୍ଲୀର ଏମ୍‌ସ ହସ୍ପିଟାଲରେ ପ୍ରଧାନମନ୍ତ୍ରୀ ଟିକା ନେଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭାରତ ବାୟୋଟେକ୍‌ ପ୍ରସ୍ତୁତ କରିଥିବା…

ମୋଦିଙ୍କ ମୁହଁରେ ଓଡ଼ିଆ ଯୁବକଙ୍କ ପ୍ରଶଂସା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍ କାର୍ଯ୍ୟକ୍ରମରେ ଓଡ଼ିଆ ଯୁବକଙ୍କ ପ୍ରଶଂସା | ଆଜି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧନ କଲା ବେଳେ ଜଣେ ଓଡ଼ିଆ ଯୁବକଙ୍କ ପ୍ରେରଣାଦାୟୀ କାହାଣୀ କହିଛନ୍ତି । ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ ଅରଖକୁଦ ଗାଁର ଏହି ଯୁବକ…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ | ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରତିଷ୍ଠା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ବିମାନବ ନ୍ଦରର ନାମ…