ମୋକିମଙ୍କୁ ଜାମିନ୍
ଓଏଚଆରଡିସି ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ । ମୋକିମଙ୍କ ଆବେଦନକୁ ଶୁଣାଣି ପାଇଁ ଗ୍ରହଣ କଲେ କୋର୍ଟ। ଆବେଦନକୁ ଗ୍ରହଣ କରି ଭିଜିଲାନ୍ସକୁ ନୋଟିସ କଲେ କୋର୍ଟ । ହାଇକୋର୍ଟ ରାୟକୁ ଚାଲେଞ୍ଜ୍ କରି ସୁପ୍ରିମକୋର୍ଟ ଯାଇଥିଲେ ମୋକିମ ।…