Odia News Portal
Browsing Tag

political news of india

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ଏମ୍.କେ. ଷ୍ଟାଲିନ୍

ତାମିଲନାଡୁ: ଡିଏମ୍କେ’ର ଅଧ୍ୟକ୍ଷ ଏମ୍.କେ. ଷ୍ଟାଲିନ୍ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତାଙ୍କ ସହ ୩୩ଜଣ କ୍ୟାବିନେଟ୍ ମନ୍ତ୍ରୀ ମଧ୍ୟ ଆଜି ଶପଥ ଗ୍ରହଣ କରିଛନ୍ତି । ଏଥିସହ ତାମିଲନାଡୁର ଗୃହମନ୍ତ୍ରୀ ଭାବେ ମଧ୍ୟ ସେ ଶପଥ ନେଇଛନ୍ତି। ପୂର୍ବତନ ମନ୍ତ୍ରୀ…

ନୀତିଶଙ୍କ ମନ୍ତ୍ରୀମଣ୍ଡଳରେ ୧୭ ନୂଆ ଚେହେରା

ବିହାର: ନୀତିଶ ସରକାର ନିଜର ମନ୍ତ୍ରୀମଣ୍ଡଳ ବିସ୍ତାର କରିଛନ୍ତି । ମଙ୍ଗଳବାର ଆଉ ୧୭ ଜଣ ନେତା ନୀତିଶ ସରକାରରେ ମନ୍ତ୍ରୀ ପଦ ପାଇବା ସହିତ ବିଭିନ୍ନ ବିଭାଗର ଦାୟିତ୍ୱ ସମ୍ଭାଳିବା ଆରମ୍ଭ କରିଛନ୍ତି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ବିଜେପି ନେତା ଶହନବାଜ୍ ହୁସେନଙ୍କୁ ନୀତିଶ…

ସଂସଦରେ ଭାବବିହ୍ୱଳ ହେଲେ ମୋଦି

ନୂଆଦିଲ୍ଲୀ: ସଂସଦରେ କାନ୍ଦି ପକାଇଲେ ପ୍ରଧାନମନ୍ତ୍ରୀ | ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ରାଜ୍ୟସଭା ସାଂସଦ ଗୁଲାମ ନବୀ ଆଜାଦଙ୍କ ବିଦାୟ ବେଳେ ଭାବବିହ୍ୱଳ ହୋଇ ପଡିଥିଲେ। ରାଜ୍ୟସଭା ସାଂସଦ ଭାବେ ଗୁଲାମ ନବୀ ଆଜାଦଙ୍କ ଆଜି ଶେଷ ଦିନ। ପ୍ରଧାନମନ୍ତ୍ରୀ କହିଛନ୍ତି, “ଗୁଲାମ ନବୀ ଯେତେବେଳେ…

ଆଉ ୯ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗତା ଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ରାଜ୍ୟ ସରକାରଙ୍କର କଠୋର ଆଭିମୁଖ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଉପରେ ଜୋର ଦେଇଆସିଛନ୍ତି । ସାଧାରଣ ଜୀବନରେ…

ଚାଷୀଙ୍କ ପାଇଁ ରାଷ୍ଟ୍ରପତିଙ୍କୁ ଭେଟିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ଦେଶରେ ଚାଲିଥିବା କୃଷି ଆନ୍ଦୋଳନକୁ ନେଇ ରାଜନୀତି ସରଗରମ ରହିଛି । ଗୁରୁବାର ଦିନ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ୨ କୋଟି ଲୋକଙ୍କ ଦସ୍ତଖତ ସହିତ ସ୍ମାରକପତ୍ର ହସ୍ତାନ୍ତର କରିଛନ୍ତି। ଅପରପକ୍ଷରେ ପ୍ରିୟଙ୍କା ଗାନ୍ଧୀଙ୍କୁ ପୋଲିସ ନିଜ ହେପାଜତକୁ ନେଇଛି।…