୭କୁ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର() ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆଗକୁ ଆହୁରି ତାପମାତ୍ରା ବଢ଼ିବା ନେଇ ଆଶଙ୍କା ମଧ୍ୟ ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ଏହାରି ମଧ୍ୟରେ ଆଜି ୭ଟି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ…