Odia News Portal
Browsing Tag

rain

ଆଜିଠୁ ବଦଳିବ ପାଗ

ବାତ୍ୟା ଦୁର୍ବଳ ହୋଇ ପଶ୍ଚିମବଙ୍ଗ ଆଡକୁ ଚାଲି ଯାଇଛି । ଏହାର ପ୍ରଭାବରେ ଉପକୂଳ ଓଡିଶାରେ ପାଗ ମେଘୁଆ ରହିଛି । ଉତ୍ତର ଓ ଉପକୂଳ ଓଡିଶାର କେତେକ ସ୍ଥାନରେ ବର୍ଷା ହେବ ବୋଲି ମଧ୍ୟ ପାଣିପାଗ ବିଭାଗ ଆକଳନ କରିଛନ୍ତି । ଏହା ସହ ଆସନ୍ତା କାଲିଠୁ ପାଗରେ ପରିବର୍ତ୍ତନ ଆସିବ ଏବଂ ଶୀତ ଆରମ୍ଭ…

ବର୍ଷା ପାଇଁ ଚିନ୍ତାରେ ଚାଷୀ

ବାତ୍ୟା ନୁହେଁ ଏବେ ବର୍ଷା ଟେନସନ । ଚାଷୀଙ୍କ ଦୁଃଖ ଏବେ ଦୁଇଗୁଣା ହେଲାଣି । ପ୍ରଥମେ ବିଳମ୍ବିତ ମୌସୁମୀ ବର୍ଷା ପରେ ପୁଣି ପୋକ ଦାଉରୁ ଚାଷକୁ ବଞ୍ଚାଇବାର ଆପ୍ରାଣ ଉଦ୍ୟମ । କିନ୍ତୁ ଏବେ ପାଣିରେ ପଡିଲା ବର୍ଷକର କ୍ଷେତ । ବାତ୍ୟା ତ ଗଲା କିନ୍ତୁ ବର୍ଷା ବର୍ଷକର ପରିଶ୍ରମକୁ ପାଣିରେ ଭସାଇ…

ବର୍ଷିବ ଆଉ ୧୨ ଘଣ୍ଟା

ଆଗାମୀ ୩ ଘଣ୍ଟାରେ ଅବପାତର ରୂପ ନେବ ଜୱାଦ । ମଧ୍ୟରାତ୍ରୀ ସୁଦ୍ଧା ଏହା ପଶ୍ଚିମବଙ୍ଗରେ ପହଞ୍ଚିବ । ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ପ୍ରଭାବରେ ୧୨ଘଣ୍ଟା ଯାଏଁ ବର୍ଷା ଜାରି ରହିବ । ଆଉ ୧୨ଘଣ୍ଟା ପରେ ବର୍ଷା ପରିମାଣ କମିବ । ଦକ୍ଷିଣରୁ ଯାଇ ଉତ୍ତର ପୂର୍ବ ଓଡିଶାରେ…

ବର୍ଷା ସାଜିଲା ବାଧକ

ଜୁନିୟର ବିଶ୍ୱକପ ହକିରେ ବର୍ଷା ସାଜିଲା ବାଧକ ô ଖେଳାଯିବାକୁ ଥିବା ପ୍ରଥମ ମ୍ୟାଚ ସ୍ଥଗିତ ରଖାଯାଇଛି । ସ୍ପେନ-ମାଲେସିଆ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ ସ୍ଥଗିତ ରହିଛି । ୭ମ/୮ମ ସ୍ଥାନ ପାଇଁ ମୁହାଁମୁହିଁ ହେବେ ସ୍ପେନ-ମାଲେସିଆ । ୧୦.୩୦ରେ ଖେଳାଯିବାକୁ ଥିଲା ମ୍ୟାଚ୍, ୧୧ଟାରେ…

ପୁରୀ ଠାରୁ ୧୮୦ କିମି ଦୂରରେ ‘ଜୱାଦ’

ଆଉ କିଛି ସମୟ ମଧ୍ୟରେ ଅବପାତର ରୂପ ନେବ ‘ଜୱାଦ’ । ମଧ୍ୟାହ୍ନରେ ପୁରୀ ନିକଟବର୍ତ୍ତୀ ହେବ ଜୱାଦ । ଅପରାହ୍ଣ ସୁଦ୍ଧା ଏକ ୱେଲଡ ମାର୍କଡ୍ ଲୋ ପ୍ରେସରରେ ପରିଣତ ହୋଇ ପଶ୍ଚିମବଙ୍ଗ ଆଡକୁ ଗତି କରିବ । ଏବେ ଗଭୀର ଅବପାତ ଭାବେ ଉତର-ଉତର-ପଶ୍ଚିମ ଦିଗରେ ଘଂଟାପ୍ରତି ୧୫ କିଲୋମିଟର ବେଗରେ ଗତି…

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଜୱାଦ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ୯ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର , କେନ୍ଦ୍ରାପଡା , ଯାଜପୁର, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି…

ପବନ କମିବ ବର୍ଷା ହେବ

ବାତ୍ୟା ଦୁର୍ବଳ ହେଉଥିଲେ ବି ଏହାର ପ୍ରଭାବରେ କିନ୍ତୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆଜି ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ଅଂଚଳରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଉପକୂଳ ଓଡିଶା , ଉତରଓଡିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ପବନର…

ଦୁର୍ବଳ ହେଉଛି ବାତ୍ୟା

ବାତ୍ୟା ଦୁର୍ବଲ ହେଉଛି ବୋଲି କହିଛି ପାଣିପାଗ ବିଭାଗ । ଦିଗପରିବତ୍ତନ କରି ଦୁର୍ବଳ ହେଉଛି । ଏବେ ଉତ୍ତର ଦିଗରେ ଗତି କରୁଛି ବାତ୍ୟା । ୧୨ ଘଣ୍ଟା ପରେ ଉତ୍ତର ପୂର୍ବ ଦେଇ ଗତି କରିବ ବାତ୍ୟା ଜୱାଦ । ଏହାର ପ୍ରଭାବରେ ବର୍ଷା ଜାରୀ ରହିବ । ପୁରୀ ନିକଟରେ ହେବା ବେଳକୁ ଏହା ବାତ୍ୟା ରୂପରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ୯୫ଟି ମେଲ ଓ ଏକ୍ଲପ୍ରେସ ବାତିଲ

ଓଡିଶା ଦେଇ ଯାଉଥିବା ୯୫ଟି ମେଲ ଓ ଏକ୍ସପ୍ରେସ ବାତିଲ । ସମ୍ଭାବ୍ୟ ବାତ୍ୟା ଜୱାଦକୁ ଦୃଷ୍ଠିରେ ରଖି ୩ ଓ ୪ ତାରିଖରେ ଯାତ୍ରା କରିବାକୁ ଥିବା ଟ୍ରେନକୁ ବାତିଲ କରାଯାଇଛି । ଏନେଇ ପୂର୍ବତଟ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ…

କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା

ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହୋଇନଥିଲେ ମଧ୍ୟ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୪ ତାରିଖରେ ଉପକୂଳ ଓଡିଶାରେ ସର୍ବାଧିକ ପ୍ରଭାବ ରହିପାରିବ । ୩ ତାରିଖ ସଂଧ୍ୟାଠାରୁ ଦକ୍ଷିଣ ଉପକୂଳ ଓଡିଶାରେ ହାଲୁକାରୁ…