Odia News Portal
Browsing Tag

rainfall

୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷିବ

ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗତକାଲି ଓଡ଼ିଶା ଏବଂ ଆନ୍ଧ୍ର ଉପକୂଳରେ ଲଘୁଚାପରେ ପରିଣତ ହୋଇଛି। ଏଥିସହିତ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ…

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

୧୫ଟି ଜିଲ୍ଲାରେ ହେବ ଘଡ଼ଘଡ଼ି ସହ ବର୍ଷା | ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି | ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ଓ୍ୱର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ…

ଆଜି ଅବପାତରେ ପରିଣତ ହେବ ଲଘୁଚାପ

ଆଣ୍ଡାମାନ ସାଗରରେ ଲଘୁଚାପ ଆଜି ଅବପାତରେ ପରିଣତ ହେବ । କାଲି ସଂଧ୍ୟା ସୁଦ୍ଧା ବାତ୍ୟା ଆଶଙ୍କା ରହିଛି । ୧୦ତାରିଖରେ ଏହା ଆନ୍ଧ୍ର-ଓଡ଼ିଶା ଉପକୂଳ ପହଞ୍ଚିପାରେ । ପାଣିପାଗ ବିଭାଗର ସୂଚନା ଗତକାଲି ତୁଳନାରେ ମେଘଖଣ୍ଡ ଗୁଡିକ ଅଧିକ ଏକତ୍ରିତ ହୋଇଛି, ପବନର ବେଗରେ ବୃଦ୍ଧି ଘଟିଛି । ତେଣୁ…

ଏଥର ଆଗୁଆ ଆସିବ ମୌସମୀ

ଅସହ୍ୟ ଗରମରୁ ଶୀଘ୍ର ରାଜ୍ୟବାସୀଙ୍କୁ ମିଳିବ ଆଶ୍ୱସ୍ତି । ଗତ ଦୁଇ ଦିନ ହେଲା ବାତ୍ୟ ଆଶଙ୍କାରେ ଅସହ୍ୟ ଗରମରୁ ନିସ୍ତାର ମିଳିଥିବା ବେଳେ, ଏବେ ଏଥର ଆଗୁଆ ମୌସମୀ ଆସିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସମ୍ଭବତଃ ମେ ମାସ ଶେଷ ସପ୍ତାହରେ ଆସିପାରେ । ଚଳିତ ମାସ ଶେଷ…

ରାଜଧାନୀରେ ପାଗ ମେଘୁଆ ସହ କିଛି ସ୍ଥାନରେ ହାଲକା ବର୍ଷା, ଆଜିଠୁ ନାହିଁ ହିଟୱେଭ ୱାର୍ଣ୍ଣିଂ

ରାଜ୍ୟରେ ବଦଳିଲା ପାଗର ମିଜାଜ। ଆସହ୍ୟ ତାତିରୁ ମିଳିଲା ସାମାନ୍ୟ ଆଶ୍ୱସ୍ତି। ସକ୍ରିୟ ହେଲା କାଳବୈଶାଖୀ। ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବା ସମ୍ଭାବନା ରହିଛି। ୨ରୁ ୩ ଡିଗ୍ରୀ ସେଲସିୟସ ଯାଏ ଖସିବ ଦିନର ତାପମାତ୍ରା । ଆଜିଠୁ…

ତାତିରୁ ମିଳିବ ନିସ୍ତାର

ପ୍ରଚଣ୍ଡ ତାତିରୁ ମିଳିବ ନିସ୍ତାର । ରାଜ୍ୟରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ । କଲବଲ ହେଉଛି ଜନଜୀବନ । ତେବେ ତାତିରୁ ମିଳିବ ତ୍ରାହି । ଦକ୍ଷିଣ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ୪ ରାତି ବା ୫ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।…

ଝଡବର୍ଷା ପାଇଁ ୧୨ ଜିଲ୍ଲାକୁ ୱାର୍ଣ୍ଣିଂ

ଉତ୍ତରପୂର୍ବ ମଧ୍ୟପ୍ରଦେଶ ଓ ସମୀପବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ଝଡବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ଝଡବର୍ଷା ନେଇ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ଦେବଗଡ,…

୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଆଶଙ୍କା

ଆଜିଠୁ ଆସନ୍ତା ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷା ଓ ଘଡ଼ଘଡ଼ି, ବଜ୍ରପାତ ଆଶଙ୍କା । ୨୪ ଘଣ୍ଟା ପାଇଁ ୮ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ଥିବା କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି,…

ଏଥର ସ୍ୱାଭାବିକ ରହିବ ମୌସୁମୀ

ଏଥର ଦେଶରେ ସ୍ୱାଭାବିକ ରହିବ ମୌସୁମୀ ବର୍ଷା । ସ୍ୱାଭାବିକ ମୌସୁମୀ ନେଇ ଆଇଏମଡି ପକ୍ଷରୁ ଆକଳନ କରାଯାଇଛି । ଜୁନରୁ ସେପ୍ଟେମ୍ବର ମଧ୍ୟରେ ମୌସୁମୀ ବର୍ଷା ସ୍ୱାଭାବିକ ରହିବ । ଲଙ୍ଗ୍ ପିରିୟଡ ଆଭରେଜ୍‌ର ୯୬ ପ୍ରତିଶତ ବର୍ଷା ଆକଳନ କରାଯାଇଛି । ଏଥିରେ ୫ ପ୍ରତିଶତ ଏପଟସେପଟ ହୋଇପାରେ ।…

କାଲି ୯ ଜିଲ୍ଲାରେ ଝଡବର୍ଷା

ବଜ୍ରପାତ ସହ ଝଡବର୍ଷା ନେଇ କାଲି ପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର , ନୂଆପଡା, ରାୟଗଡା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଚ ଜିଲ୍ଲାକୁ ସତର୍କ ସୂଚନା । ୟେଲୋ ୱାର୍ଣ୍ଣିଂ ନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ…