Odia News Portal
Browsing Tag

Report

ରାଜ୍ୟରେ କମୁଛି ପ୍ରଜଜନ ହାର

ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଛି ପ୍ରଜନନ ହାର । ପୂର୍ବ ତୁଳନାରେ ମହିଳାମାନେ କମ୍ ପିଲା ଜନ୍ମ ଦେଉଛନ୍ତି । ଗତ ୫ ବର୍ଷ ଭିତରେ ଏହା ଶୂନ ଦଶମିକ ୩ ପଏଂଟ ହ୍ରାସ ପାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ କରାଯାଇଥିବା ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ବେକ୍ଷଣ-୫ରୁ ଏଭଳି ତଥ୍ୟ…

କରୋନାର ଦ୍ୱିତୀୟ ଲହରରେ ୨ ଲକ୍ଷ କୋଟି କ୍ଷତି ହୋଇଛି: ଆରବିଆଇ

ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହରରେ ଦେଶରେ ଅନେକ କ୍ଷତି ହୋଇଛି । ଅନେକଙ୍କ ଜୀବନ ଯାଇଥିବାବେଳେ ବହୁ ଲୋକ ଜୀବିକା ମଧ୍ୟ ହରାଇଛନ୍ତି । ତେବେ ଦେଶର ଅର୍ଥନୀତି ଉପରେ ମଧ୍ୟ ଏହାର ପ୍ରଭାବ ପଡ଼ିଥିବା କୁହାଯାଉଛି । କରୋନାର ଦ୍ୱିତୀୟ ଲହର ଯୋଗୁଁ ଚଳିତ ଆର୍ଥିକ ବର୍ଷରେ ଦେଶର ଅର୍ଥନୀତିରେ ଦୁଇ…

ଜିଲ୍ଲାପାଳଙ୍କୁ  ରିପୋର୍ଟ ମାଗିଲେ ମନ୍ତ୍ରୀ

ଭୁବନେଶ୍ୱର()  ଲଘୁଚାପ ଜନିତ ଲଗାଣ ବର୍ଷା ପରେ ରାଜ୍ୟରେ ଏବେ ବନ୍ୟା ସ୍ଥିତି ଦେଖାଦେଇଛି । ତେବେ ବନ୍ୟାଜନିତ କ୍ଷୟକ୍ଷତି ନେଇ ଜିଲ୍ଲାପାଳଙ୍କୁ  ରିପୋର୍ଟ ମଗାଯାଇଥିବା ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି  ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବନ୍ୟାଜନିତ କ୍ଷୟକ୍ଷତି…