Odia News Portal
Browsing Tag

samir das

ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପରେ ମୁହଁ ଖୋଲିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ବାେର୍ଡ ପରୀକ୍ଷା ବାତିଲ ଓ ସ୍ଥଗିତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ରାଜ୍ୟରେ ମାଟ୍ରିକ୍ ପରୀକ୍ଷା ଆୟୋଜିତ ନେଇ ସରକାର ସ୍ପଷ୍ଟୀକରଣ ରଖିବା ପାଇଁ ଦାବି ଉଠାଇଛନ୍ତି ଛାତ୍ରଛାତ୍ରୀ । ଯାହାକୁ ନେଇ…

ସର୍ବଦଳୀୟ ବୈଠକ ଡାକିବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ବର: ନବୀନ ନିବାସରେ ବିଜେପି ବିଧାୟକଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଶେଷ ହୋଇଛି । ଖାସକରି ମଣ୍ଡି ଅବ୍ୟବସ୍ଥାକୁ ନେଇ ଯେଉଁ ରାଜନୈତିକ ହଟ୍ଟଚମଟ ଚାଲିଥିଲା ତାହାକୁ ଏକପ୍ରକାର ଆଲୋଚନା ମାଧ୍ୟମରେ ଶେଷ କରିଛନ୍ତି ନବୀନ । ମୁଖ୍ୟମନ୍ତ୍ରୀ ଗୃହକୁ ଆସନ୍ତୁ ବୋଲି ବିଜେପି ଦାବି…

ଅଷ୍ଟମ ଯାଏଁ ପରୀକ୍ଷା ଓ ଫେଲରୁ ମୁକ୍ତି

ଭୁବନେଶ୍ବର:ପରୀକ୍ଷା ଓ ଫେଲ ଟେନସନ ଆଉ ନାହିଁ । ଚଳିତବର୍ଷ ଏଥିରୁ ମୁକ୍ତ ହୋଇଛନ୍ତି ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ । ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ସବୁ ଛାତ୍ରଛାତ୍ରୀଙ୍କର କୌଣସି ବାର୍ଷିକ ପରୀକ୍ଷା କରାନଯାଇ କ୍ଲାସ୍ ପ୍ରମୋସନ୍ ଦିଆଯିବ ବୋଲି ବିଦ୍ୟାଳୟ ଓ…

ଖୋଲିପାରେ ପ୍ରଥମରୁ ଅଷ୍ଟମ!

ଭୁବନେଶ୍ୱର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିପାରେ ସ୍କୁଲ | ସ୍କୁଲ ଖୋଲିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ବକ୍ତବ୍ୟ ଦେଇଛନ୍ତି | ତାଙ୍କ କହିବା ଅନୁଯାୟୀ, ପ୍ରଥମରୁ ଅଷ୍ଟମ ସ୍କୁଲ ଖୋଲିବାକୁ ଏସଓପି ପ୍ରସ୍ତୁତ କରାଯାଉଛି | ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଏସଆରସି…

କଲେଜରେ ସ୍ଥିତି ଅନୁଧ୍ୟାନ କଲେ ମନ୍ତ୍ରୀ

ଭୁବନେଶ୍ୱର : କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ପରେ ଆଜି ଖୋଲିଛି ସ୍କୁଲ ଓ କଲେଜ | ତେବେ କଲେଜରେ କୋଭିଡ଼ ନିୟମ ପାଳନର ଅନୁଧ୍ୟାନ ନିମନ୍ତେ ବିଜେବି କଲେଜକୁ ପହଞ୍ଚିଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । କଲେଜରେ କୋଭିଡ଼ ନିୟମ ସଠିକ ଭାବେ ପାଳନ କରାଯାଉଛି କି ନାହିଁ ସେ ନେଇ ଟିକିନିଖି…

୭୦% ସିଲାବସରେ ପାଠପଢିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସମସ୍ତ ସ୍କୁଲ ଏବଂ ଆରମ୍ଭ ହେବ ପାଠପଢ଼ା | ତେବେ ଏନେଇ ସୂଚନା ପ୍ରଦାନ କରିଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ତେବେ ଗୋଟିଏ ସେକ୍ସନରେ କେତେ ପିଲା ପଢ଼ିବେ ସେ ସୂଚନା ଦେଇଛନ୍ତି ଶିକ୍ଷା ମନ୍ତ୍ରୀ । ମନ୍ତ୍ରୀ…

୮ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ବୀମାଭୁକ୍ତ

ଭୁବନେଶ୍ୱର() ରାଜ୍ୟରେ ୮ଲକ୍ଷ ୬୪ହଜାର ୪୯୯ ହାଇସ୍କୁଲ ଛାତ୍ରଛାତ୍ରୀ ବୀମାଭୁକ୍ତ । ହାଇସ୍କୁଲ ଛାତ୍ରଛାତ୍ରୀଙ୍କୁ ବୀମାଭୁକ୍ତ କରିଛନ୍ତି ରାଜ୍ୟ ସରକାର । ରାଜ୍ୟରେ ମୋଟ ୨୧ଲକ୍ଷ ୨୮ହଜାର ୨୪୬ ହାଇସ୍କୁଲ ଛାତ୍ରଛାତ୍ରୀ ଅଛନ୍ତି । ଛାତ୍ରଛାତ୍ରୀଙ୍କୁ ବୀମାଭୁକ୍ତ କରିବାକୁ ଷ୍ଟୁଡେଣ୍ଟ ସେଫ୍ଟି…

ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ଦେବା ପାଇଁ ସରକାରଙ୍କ ଲକ୍ଷ୍ୟ

ଭୁବନେଶ୍ୱର() ସ୍କୁଲ ବନ୍ଦ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଛନ୍ତି ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ । ସେ କହିଛନ୍ତି ଯେ, ‘ ସ୍କୁଲ ବନ୍ଦ ନୁହେଁ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ଦେବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ରାଜ୍ୟରେ ୭ ହଜାର ୭୭୨ ସ୍କୁଲ ବନ୍ଦ କରିବା ପାଇଁ ପ୍ରସ୍ତାବ…

ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ଘୁଞ୍ଚିବ

ଭୁବନେଶ୍ୱର()  କରୋନା କାରଣରୁ ଜନଜୀବନ ପ୍ରଭାବିତ ହୋଇଥିବା ବେଳେ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି ପାଠପଢା । ଏହି କ୍ରମରେ ରାଜ୍ୟରେ ଚଳିତ ଶିକ୍ଷାବର୍ଷରେ ପାଠପଢ଼ା ପ୍ରଭାବିତ ହୋଇଛି । କିନ୍ତୁ ଚଳିତ ଶିକ୍ଷାବର୍ଷାରେ ହେବ ମାଟ୍ରିକ ବୋର୍ଡ ଓ ଯୁକ୍ତ ଦୁଇ ପରୀକ୍ଷା । ତେବେ ମାଟ୍ରିକ୍‌ ଓ…

ଶିକ୍ଷା ପାଇଁ ଟିସିଏସ ସହ ଚୁକ୍ତି

ଭୁବନେଶ୍ୱର()  ରାଜ୍ୟରେ ଆଦର୍ଶ ଓ ଉକ୍ରର୍ଷ ସ୍କୁଲରେ ଅନଲାଇନ୍ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ଓ ଟିସିଏସ ମଧ୍ୟରେ ଚୁକ୍ତି ହୋଇଛି । ୨୧୪ ଆଦର୍ଶ ସ୍କୁଲ ଓ ୧୦୧ ଉକ୍ରର୍ଷ ସ୍କୁଲରେ ଅନଲାଇନ ଶିକ୍ଷାର ବ୍ୟବସ୍ଥା ହେବ । ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ୍…