Odia News Portal
Browsing Tag

samir das

ନଭେମ୍ବର ମାସରେ ଖୋଲିବନି ସ୍କୁଲ

ଭୁବନେଶ୍ୱର() ରାଜ୍ୟରେ ଏବେ ଖୋଲିବନି ସ୍କୁଲ । ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଚଳିତ ମାସରେ ନବମରୁ ଦ୍ବାଦଶ ଶ୍ରେଣୀ ଯାଏଁ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିବା ନେଇ ସରକାର ନିଷ୍ପତ୍ତି ନିଆଇଥିଲା । କିନ୍ତୁ ଏହାକୁ ବର୍ତ୍ତମାନ ପରିସ୍ଥିତିରେ ସ୍ଥଗିତ…

ଏହି ମାସରେ ସ୍କୁଲ ଖୋଲିବ

ଭୁବନେଶ୍ବର ()  ସ୍କୁଲ ଖୋଲିବା ନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ । ଏହି ମାସରେ ଅର୍ଥାତ୍‌ ନଭେମ୍ବରରେ ହିଁ ସ୍କୁଲ ଖୋଲିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ନବମରୁ ଦ୍ବାଦଶ ଯାଏଁ ସମ୍ପୂର୍ଣ୍ଣ କ୍ଲାସ୍‌ ହେବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ । ସେହିପରି…

ସ୍କୁଲ ଖୋଲିବା ନେଇ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର() ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଥିବା ବେଳେ ଆଜି ଅନଲକ୍-୬ର ଗାଇଡଲାଇନ୍ ଜାରି ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ନଭେମ୍ବର ୧୬ରୁ ଖୋଲିବ ସ୍କୁଲ । ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲା ସ୍କୁଲ ଆସିପାରିବେ । ତେବେ ରାଜ୍ୟରେ…

ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ହୋଇନି

ଭୁବନେଶ୍ବର()  ସ୍କୁଲ ଖୋଲିବା ନେଇ ନିଷ୍ପତ୍ତି ହୋଇନି ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କେବେ ସ୍କୁଲ ଖୋଲିବ ସେନେଇ ନିର୍ଦ୍ଦିଷ୍ଟଭାବେ ନିଷ୍ପତ୍ତି ହୋଇନି ବୋଲି କହିଛନ୍ତି ମନ୍ତ୍ରୀ । କେବେ ସ୍କୁଲ ଖୋଲିବ ସେନେଇ ବିଚାର ବିମର୍ଷ ଜାରି ରହିଛି ।…

ଅକ୍ଟୋବର ଶେଷ ସପ୍ତାହରେ ସ୍କୁଲ ନିଷ୍ପତ୍ତି

ଭୁବନେଶ୍ବର()  ଓଡିଶାରେ ସ୍କୁଲ ଖୋଲିବା ନେଇ ଅକ୍ଟୋବର ଶେଷ ସପ୍ତାହରେ ବିଚାର କରାଯିବ । ଅକ୍ଟୋବରର କରୋନା ସ୍ଥିତି ଦେଖି ରାଜ୍ୟ ସରକାର ଏନେଇ ନିଷ୍ପତ୍ତି ନେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇ କହିଛନ୍ତି ଯେ, ପୂଜା ପର୍ଯ୍ୟନ୍ତ ସ୍କୁଲ କଲେଜ ଖୋଲିବ ନାହିଁ…

ଗଣଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତାଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ଉଭୟଙ୍କୁ କରୋନା ନେଇ ମନ୍ତ୍ରୀ ଶ୍ରୀ ଦାସ ନିଜେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ଏଥିସହ ଆମେ ସୁସ୍ଥ ଅଛୁ । ଆମ…

କମିଲା ୩୦ ପ୍ରତିଶତ ସିଲାବସ

ଭୁବନେଶ୍ୱର() ରାଜ୍ୟରେ ଭୟଙ୍କର କରୋନା ସ୍ଥିତିରେ ପାଠପଢା ଗୁରୁତର ବାଧାପ୍ରାପ୍ତ ହୋଇଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସିଲାବସ କମାଇଛନ୍ତି । ଏହି ପରିପ୍ରେକ୍ଷୀରେ ଚଳିତ ବର୍ଷ ୩୦ ପ୍ରତିଶତ ସିଲାବସକୁ କମାଇ ଦିଆଯାଇଛି । ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସିଲାବସ କମାଇ…

ସେପ୍ଟେମ୍ବର ପ୍ରଥମ ସପ୍ତାହରେ +2 କଳା ରେଜଲ୍ଟ

ଭୁବନେଶ୍ୱର() ସେପ୍ଟେମ୍ବର ପ୍ରଥମ ସପ୍ତାହରେ ବାହାରିବ +2 କଳା ପରୀକ୍ଷା ଫଳ। ତେବେ ଅଗଷ୍ଟ ଶେଷ ସପ୍ତାହରେ ପରୀକ୍ଷା ଫଳ ବାହାରିବାର ଥିଲା । CHSEର ୨ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ପରେ ଏପରି ନିଷ୍ପତ୍ତି ନିଆଯାଇଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

ଚଳିତବର୍ଷ କମିବ ସିଲାବସ୍

ଭୁବନେଶ୍ୱର() ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । କରୋନା ପାଇଁ ଛାତ୍ରଛାତ୍ରୀଙ୍କ ପାଠପଢ଼ାରେ ବେଶ ପ୍ରଭାବ ପଡ଼ିଛି । ତେଣୁ ସବୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତବର୍ଷ ସିଲାବସ୍ କମିବ । ଏନେଇ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା…

୩୦ ପ୍ରତିଶତ ନୁହେଁ ଅଧିକ ପାଠ୍ୟକ୍ରମ ବି ହ୍ରାସ ହୋଇପାରେ

ଭୁବନେଶ୍ୱର() ସିବିଏସଇ ନବମରୁ ଦଶମ ଶ୍ରେଣୀ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ ପ୍ରସଙ୍ଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସେ କହିଛନ୍ତି ଯେ, ସିବିଏସଇର ନିଷ୍ପତ୍ତି ଉପରେ ବିଚାର କରାଯିବ । ଅଗଷ୍ଟରେ ସ୍ଥିତିକୁ ଦେଖି ସ୍କୁଲ ଖେଲିବା ନେଇ…