Odia News Portal
Browsing Tag

school

ଆଜିଠୁ ରାଜ୍ୟର ସବୁ ସ୍କୁଲ ୫ଦିନ ଛୁଟି

ଆଜିଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି l ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ୫ ଦିନ ଛୁଟି ରହିବ । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି ।…

ସୋମବାର ଠାରୁ ଦିଲ୍ଲୀରେ ଖୋଲିବ ସବୁ ସ୍କୁଲ

ରାଜଧାନୀରେ ଦିଲ୍ଲୀରେ ଖୋଲିବ ସମସ୍ତ ସ୍କୁଲ । ଆସନ୍ତା ସୋମବାରରୁ ଦିଲ୍ଲୀର ସମସ୍ତ ସ୍କୁଲ ଖୋଲିବ । ଏ ନେଇ ଦିଲ୍ଲୀ ଉପ ମୁଖ୍ୟମନ୍ତ୍ରୀ ମନୀଷ ଶିଶୋଦିଆ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ଶୀତ ବଢ଼ିବା ସହ ଦିଲ୍ଲୀରେ ପ୍ରଦୂଷଣ ମଧ୍ୟ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଥିବା…

ଚିନ୍ତା ବଢାଉଛି ଶିକ୍ଷାନୁଷ୍ଠାନର କରୋନା ସଂକ୍ରମଣ

ଚିନ୍ତା ବଢାଇଲାଣି ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ । ପ୍ରଥମେ ସମ୍ବଲପୁରର ବୁର୍ଲା , ଆଉ ଏବେ ସୁନ୍ଦରଗଡ଼ ସେଣ୍ଟ ମେରି ବାଳିକା ବିଦ୍ୟାଳୟ । ଏହି ବିଦ୍ୟାଳୟରେ ମୋଟ ୫୬ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ଖବର…

ଦିଲ୍ଲୀ ପରେ ହରିୟାଣାରେ ସ୍କୁଲ ଛୁଟି

ହରିୟାଣା: ଦିଲ୍ଲୀରେ ବାୟୁ ପ୍ରଦୁଷଣ ଓ ଏହାର ସମାଧାନକୁ ନେଇ ରାଜ୍ୟ ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍ ପରେ ଏବେ ହରିୟାଣାରେ ଏହାକୁ ନେଇ ଏକ ବଡ଼ ନିଷ୍ପତି ଘୋଷଣା କରାଯାଇଛି । ଯାହାଫଳରେ ଆସନ୍ତା ୧୭ ନଭେମ୍ବର ପର୍ଯ୍ୟନ୍ତ ୪ଟି ଜିଲ୍ଲାରେ ସ୍କୁଲ୍ ବନ୍ଦ ନେଇ ନିଷ୍ପତି ନିଆଯାଇଛି…

ଦୀପାବଳି ପରେ ପ୍ରଥମରୁ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ବର: ଦୀପାବଳି ପରେ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସମୀରରଂଜନ ଦାସ ସୂଚନା ଦେଇଛନ୍ତି। ଏନେଇ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ଏ ସଂପର୍କରେ ଗଣଶିକ୍ଷା ବିଭାଗ ବିଚାରବିମର୍ଶ କରୁଛି। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ନେଇ ପର୍ଯ୍ୟାୟକ୍ରମେ ସ୍କୁଲ ଖୋଲାଯିବ। ସ୍କୁଲ…

ଆଜିଠୁ ଖୋଲିବ ଅଷ୍ଟମ ଶ୍ରେଣୀ

ଆଜିଠୁ ରାଜ୍ୟରେ ଖୋଲିବ ପ୍ରାଥମିକ ସ୍କୁଲ । ପ୍ରଥମେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସ୍ରୁମ୍ ପାଠ ପଢା ଆରମ୍ଭ ହେବ । ରାଜ୍ୟରେ ଥିବା ସମସ୍ତ ସରକାରୀ, ବେସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଓଡ଼ିଆ ଓ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଖୋଲିବ । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ…

ସ୍କୁଲ ଖୋଲିବାକୁ ଆଇସିଏମଆର ବୈଜ୍ଞାନିକଙ୍କ ପରାମର୍ଶ

ସାରା ଦେଶରେ ମହାମାରୀ କୋରନାକୁ ନେଇ ହାହା କାର ପରିସ୍ଥିତି ସୃଷ୍ଟି ହୋଇଛି । ମାତ୍ର ଏବେ ଦେଶରେ କରୋନା ମାମଲା ଟିକେ ହ୍ରାସ ପାଇଛି । ତେବେ କରୋନାକୁ ଦୃଷ୍ଟିରେ ରଖି ସ୍କୁଲକୁ ବନ୍ଦ ରଖାଯାିଛି । ପିଲାମାନେ ଘରେ ବସି ଅନଲାଇନରେ କ୍ଲାସ କରୁଛନ୍ତି । ତେବେ ଏଭଳି ସ୍ଥିତିରେ ପୁଣି ଥରେ ସ୍କୁଲ…

ବଲାଙ୍ଗୀର ଜିଲ୍ଲାରେ ଆଜି ସ୍କୁଲ ଛୁଟି

ବଲାଙ୍ଗୀର: ରାଜ୍ୟରେ ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା । ଲଗାଣ ବର୍ଷାରେ ବେହାଲ ହେଲାଣି ସାରା ଓଡ଼ିଶା । ପ୍ରବଳ ବର୍ଷା ଲାଗି ରହିଥିବାରୁ ବଲାଙ୍ଗିର ଜିଲ୍ଲାରେ ଆଜି ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। ସ୍କୁଲ୍ ବନ୍ଦ ରଖିବାକୁ ଜିଲ୍ଲାପାଳ ଚଞ୍ଚଳ ରାଣା ନିର୍ଦ୍ଦେଶ ଦେଇଛନ୍ତି।…

କରୋନା କଟକଣା ଭିତରେ ଖୋଲିଲା ସ୍କୁଲ

କରୋନା କଟକଣା ଭିତରେ ଆଜିଠାରୁ ଖୋଲିଲା ସ୍କୁଲ, ଆସିଲେ ଛାତ୍ରଛାତ୍ରୀ । ପ୍ରଥମ ପର୍ଯ୍ୟାୟରେ ଆଜିଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ସିଧାସଳଖ ପାଠପଢା ଆରମ୍ଭ ହୋଇଛି । ସରକାର ଜାରି କରିଥିବା ମାର୍ଗଦର୍ଶିକା ପାଳନ କରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ…

ସ୍କୁଲ୍ ଖୋଲିବାର ସମୟ ଆସିଛି

ମହାମାରୀ କରୋନା ଯୋଗୁ ଦେଶରେ ସମସ୍ତ ଶିକ୍ଷାନୁଷ୍ଠାନ ପ୍ରାୟ ୨ ବର୍ଷ ହେଲା ବନ୍ଦ ରହିଛି। କିଛି ରାଜ୍ୟ ଏବେ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ତଥାପି ଅଧିକାଂଶ ରାଜ୍ୟରେ ସ୍କୁଲ ଖୋଲିବାକୁ ଅନୁମତି ଦିଆଯାଇ ନାହିଁ। ଏସବୁ ଭିତରେ ଏମ୍ସ ମୁଖ୍ୟ ଡା ରଣଦୀପ ଗୁଲେରିଆ ବଡ଼ ବୟାନ…