Odia News Portal
Browsing Tag

shree jagannath temple

ହୋଲି ପରେ ଶ୍ରୀମନ୍ଦିରରେ ହଟିପାରେ ରବିବାର ଦର୍ଶନ କଟକଣା

ହୋଲି ପରେ ଶ୍ରୀମନ୍ଦିରରୁ ହଟିପାରେ ରବିବାର ଦର୍ଶନ କଟକଣା । ଆସନ୍ତା ଶନିବାର ଏନେଇ ଛତିଶାନିଯୋଗ ବୈଠକରେ ଆଲୋଚନା ପରେ ନିଷ୍ପତି ହୋଇପାରେ । କୋରୋନା ପାଇଁ ମହାପ୍ରଭଙ୍କ ଦର୍ଶନ ଉପରେ କଟକଣା ଲାଗିଥିଲା । ଏବେ ରବିବାର ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ବନ୍ଦ ରହୁଛି । ରାଜ୍ୟରେ କରୋନା…

ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ

ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହେବ। ଏ ନେଇ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଏହି ଅବସରରେ ମହାପ୍ରଭୁ ସୋଲ, ଜରି ଆଦିରେ ପ୍ରସ୍ତୁତ ଆୟୁଧ, ଅଳଙ୍କାର ପରିଧାନ କରି ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରତିବର୍ଷ…

ଆଜି ଜଗାକୁ ଦେଖିବାକୁ ବଡ ଦାଣ୍ଡରେ ପ୍ରବଳ ଭିଡ

ଜଗନ୍ନାଥଙ୍କ ଦର୍ଶନ ଉପରେ ୧୦ ତାରିଖରୁ କଟକଣା ଲାଗିବା ପରେ ଆଜି ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ଭକ୍ତଙ୍କ ଲମ୍ବା ଧାଡ଼ି ଲାଗି ରହିଛି। ଶନିବାରରେ ଦୂରଦୂରାନ୍ତରୁ ଶ୍ରଦ୍ଧାଳୁ ଶ୍ରୀଜିଉଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏ ନେଇ ଶ୍ରୀମନ୍ଦିର ଉତ୍ତର ଦ୍ୱାରରେ ଗହଳି…

ଜୁନ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ଶ୍ରୀମନ୍ଦିରରେ ଜଗା ଦର୍ଶନ

ଭୁବନେଶ୍ବର: ରାଜ୍ୟରେ ଦ୍ଵିତୀୟ ଲହର ଚାଲୁଥିବା ସମୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏବଂ ଏହି ବୃଦ୍ଧି ପାଉଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ବଡ଼ ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ । ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସେହି…

ଶ୍ରୀମନ୍ଦିରକୁ ପୁଣି ଫେରିପାରେ ଦର୍ଶନ କଟକଣା!

ପୁରୀ: ଶ୍ରୀମନ୍ଦିରକୁ ପୁଣି ଫେରିପାରେ ରବିବାରିଆ ଦର୍ଶନ କଟକଣା ।ତେବେ ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକରେ ଏହି ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଛି । ଆଗାମୀ ସପ୍ତାହରୁ ଲାଗିପାରେ ଏହି କଟକଣା । ଶ୍ରୀମନ୍ଦିର ପ୍ରଶାସନ ଦିନ ସ୍ପଷ୍ଟ କରିନଥିଲେ ମଧ୍ୟ କୋଭିଡ଼ ସଂକ୍ରମଣକୁ ଦୃଷ୍ଟିରେ ରଖି…