Odia News Portal
Browsing Tag

soa

ଆଜିଠୁ ସୋଆ ଏସ୍‌ଏଚ୍‌ଏମ୍‌ରେ ‘ପଖାଳ ଉତ୍ସବ’

ବିଶାଳକାୟ କୋଠା ଘର, ବାହାର ଦେଖିଲେ ସହରର ଛାପ ପୂରା ବାରି ହୋଇପଡୁଥିବ । ହେଲେ ଭିତରକୁ ପଶିବା କ୍ଷଣି ଆଖିରେ ପଡ଼ିବ ନୁଆଣିଆଁ ଚାଳଘର, ତୁଳସୀ ଚଉରା, ଗାଁ ପୋଖରୀ ସାଙ୍ଗକୁ ଚାଳ ଘରେ ଢିଙ୍କି, କୁଲା ଓ ପାଚିଆ । ଏମିତି ଗାଁ ପରିବେଶରେ ସହରୀ ଲୋକଙ୍କୁ ପଖାଳ ପରସିବାକୁ ଯୋଜନା କରିଛି ଶିକ୍ଷା…

ଆନ୍ତର୍ଜାତିକ ମହିଳା ଦିବସ: ସୋଆରେ ସ୍ୱତନ୍ତ୍ର ଉତ୍ସବ ପାଳିତ

ଶିକ୍ଷା ଓ ଅନୁସନ୍ଧାନ(ସୋଆ)ରେ ଆନ୍ତର୍ଜାତିକ ମହିଳା ଦିବସ ପରିପ୍ରେକ୍ଷୀରେ ସୋମବାର ଏକ ସ୍ୱତନ୍ତ୍ର ଉତ୍ସବ ଆୟୋଜିତ ହୋଇଯାଇଛି । ସୋଆର ଉପସଭାପତି ଶାଶ୍ୱତୀ ଦାସ ଓ ପ୍ରତିଷ୍ଠାତା ସଦସ୍ୟା ଉପାସନା ନାୟକ କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ । ଚଳିତ ବର୍ଷ ମହିଳା ଦିବସର…

ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ମଧ୍ୟରେ ସୋଆର ୧୩ ଜଣ ଗବେଷକ

ଭୁବନେଶ୍ୱ ର: ଶି କ୍ଷା ଓ ଅନୁସନ୍ଧାନ (ସୋଆ)ର ୧୩ ଜଣ ବିଶିଷ୍ଟ ଗବେଷକ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନି କଙ୍କ ତାଲିକାରେ ସ୍ଥାନ ପାଇବାର ଗୋ÷ରବ ଅର୍ଜ ନ କରିଛନ୍ତି । ଆମେରିକାର ପ୍ରତିଷ୍ଠିତ ଷ୍ଟାନ୍ଫୋର୍ଡ ବିଶ୍ୱ ବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଏହି ବୈ ଜ୍ଞାନିକମାନଙ୍କ ତାଲି କାରେ…

ଇଏସଡିଏ ପରିବେଶ ଉକ୍ରର୍ଷତା ପୁରସ୍କାରରେ ସୋଆ ପ୍ରଫେସର ସମ୍ମାନିତ

ଭୁବନେଶ୍ୱର: ଦିଲ୍ଲୀସ୍ଥିତ ଏନ୍ଭାଇରନ୍ମେଂଟ ଆଣ୍ଡ ସୋସିଆଲ୍ ଡେଭଲପ୍ମେଂଟ ଆସୋସିଏସନ୍ (ଇଏସ୍ଡିଏ) ପକ୍ଷରୁ ଆୟୋଜିତ ଇଏସ୍ଡିଏ ପରିବେଶ ଉକ୍ରର୍ଷତା ସମ୍ମାନ-୨୦୨୧ କାର୍ଯ୍ୟକ୍ରମରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ୍ (ଆଇଏଏସ୍)ର ପ୍ର ଫେସର…

ସୋଆକୁ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ଆଖ୍ୟା

ଭୁବନେଶ୍ୱର : ସ୍ୱଚ୍ଛତା ଆକ୍ସନ୍ ପ୍ଲାନ୍ କାର୍ଯ୍ୟକ୍ରମରେ ଉତମ ପାରଦର୍ଶିତା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଖୋର୍ଦ୍ଧା ଜିଲ୍ଲା ନିମନ୍ତେ ବୁଧବାର ଦିନ “ୱାନ୍ ଡିଷ୍ଟ୍ରିକ୍ଟ ୱାନ୍ ଗ୍ରୀନ୍ ଚାମ୍ପିଅନ୍” ପୁରସ୍କାର ପ୍ରଦାନ କରାଯାଇଛି । ଶିକ୍ଷା ମନ୍ତ୍ରଣାଳୟ ଅଧିନସ୍ଥ ମହାତ୍ମା…

ସୋଆ ମୁଖ୍ୟ ଲାଇବ୍ରେରିଆନ୍ ସମ୍ମାନିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ମୁଖ୍ୟ ଲାଇବ୍ରେରିଆନ ଡ. ଡ଼ି.ବି.ରମେଶ ନିଜ କାର୍ଯ୍ୟକ୍ଷେତ୍ରରେ ଉତ୍କର୍ଷତା ଓ ଦକ୍ଷତା ନିମନ୍ତେ "ଏକ୍ସିଲେନ୍ସ ଇନ ଏକାଡେମିକ ଲାଇବ୍ରେରି ଆୱାର୍ଡ-୨୦୨୧' ନିମନ୍ତେ ମନୋନୀତ ହୋଇଛନ୍ତି । ଚଳିତ ବର୍ଷ ନିମ୍ବସ ଅନଲାଇନ ପ୍ରାଇଭେଟ ଲିମିଟେଡ ଏବଂ…

ସମ୍ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍‌୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କର୍ଣ୍ଣ, ନାସା ଓ ଗଳା (ଇଏନ୍‌ଟି) ତଥା ମୁଣ୍ଡ ଓ ବେକ ଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର ସନ୍ତୋଷ କୁମାର ସ୍ୱାଇଁ ୨୦୨୧ ନି ମନ୍ତେ ଗ୍ଲୋବାଲ୍ ଟିଚିଂ ଏକ୍ସି ଲେନ୍ସ…

ସୋଆ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

ଭୁବନେଶ୍ୱର: ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି । ଗତବର୍ଷ ୟୁଏସ୍‌ଏର…

ନ୍ୟାସନାଲ ଏକାଡେମୀ ଅଫ ମେଡିକାଲ ସାଇନ୍ସେସର ସଦସ୍ୟ ଭାବେ ସମ ପ୍ରଫେସର ମନୋନୀତ

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲର ଗାଷ୍ଟ୍ରୋଏନଟେରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର (ଡ଼ଃ ) ମନୋଜ କୁମାର ସାହୁ ନ୍ୟାସନାଲ ଏକାଡେମୀ ଅଫ ମେଡିକାଲ ସାଇନ୍ସେସ (ଭାରତ)ର ସଭ୍ୟ ଭାବେ ମନୋନୀତ ହେବାର ଗୌରବ ଅର୍ଜନ କରିଛନ୍ତି  । ଅତ୍ୟାଧୁନିକ…

୧୫ ବର୍ଷରେ ସୋଆ, ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ପୂର୍ବ ଭାରତର ଉଜ୍ୱଳ ନକ୍ଷତ୍ର

ଭୁବନେଶ୍ୱର: ଦୁଇ ଦଶନ୍ଧି ପୂର୍ବେ ଭୁବନେଶ୍ୱରରେ ଜନ୍ମ ନେଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ଆଜି ପୂର୍ବ ଭାରତରେ ଏକ ଉଜ୍ୱଳ ଉଚ୍ଚଶିକ୍ଷା କେନ୍ଦ୍ର ଭାବେ ଉଭା ହୋଇଛି । ଶିକ୍ଷାର ଗୁଣବତା ଏବଂ ଅଭିନବ ଗବେଷଣା ଉପରେ ଗୁରୁତ୍ୱାରୋପ ହିଁ ଏହି ବିଶ୍ୱବିଦ୍ୟାଳୟର…