Odia News Portal
Browsing Tag

soa

ନିଟ ପରୀକ୍ଷାରେ ସୋଆ ଆଇ.ଏଚ୍.ଏସ୍.ଇ ର ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ + ୨  ମହାବିଦ୍ୟାଳ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ହାୟର୍ ସେକେଣ୍ଡାରୀ ଏଜୁକେସନ୍ର ୮ ଜଣ  ଛାତ୍ରଛା ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍)ରେ କୃତିତ୍ୱର ସହ ସମ୍ମାନ ଜନକ ସ୍ଥାନ (ର୍ୟାଙ୍କ) ରଖି ସଫଳତା ହାସଲ କରିଛନ୍ତି । ନିଟରେ…

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଜାତୀୟ ଶିକ୍ଷାନୀତି ସମ୍ପର୍କିତ ୱେବିନାର

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସି) ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଜାତୀୟ ଶିକ୍ଷା ନୀତି -୨୦୨୦ ଶୀର୍ଷକ ଏକ ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଏହି ୱେବିନାର୍ରେ ସୋଆ କୁଳପତି ପ୍ରଫେସର ଡଃ ଅଶୋକ କୁମାର ମହାପାତ୍ର ସାମଗି୍ରକ ଓ ସନ୍ତୁଳିତ ସ୍ୱାସ୍ଥ୍ୟ ଜାତୀୟ ଶିକ୍ଷୀ…

କରୋନା ମୁକାବିଲା ପାଇଁ ସୋଆ କମ୍ୟୁନିଟି ରେଡିଓର ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର()  କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି । ୟୁନିସେଫ୍‌ର ସହଭାଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪…

ଅନଲାଇନରେ ସୋଆ ଜାଗୋର ୧୪ତମ ପ୍ରତିଷ୍ଠା ଦିବସ ପାଳନ

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ଡିମଡ ଟୁ ବି ୟୁନିଭର୍ସିଟି)ର ସାମାଜିକ ଶାଖା \"ଜାଗୋ\'ର୧୪ ତମ ପ୍ରତିଷ୍ଠା ଦିବସ ଅନଲାଇନ ମାଧ୍ୟମରେ ପାଳିତ ହୋଇଯାଇଛି । କରୋନା ମହାମାରୀ ସମୟରେ ଏବଂ ଏହାପରେ କିଭଳି ଭାବରେ ବିଭିନ୍ନ ସୁଖ ସ୍ୱାଚ୍ଛନ୍ଦ୍ୟରୁ ବଂଚିତ ହୋଇଥିବା ପିଲା ଏବଂ…

ସୋଆ ପକ୍ଷରୁ ଜିଆଇଏସ୍‌, ରିମୋଟ ସେନ୍‌ସିଂ ଓ ଆପ୍ଲିକେସନ୍‌ସ ସମ୍ବନ୍ଧରେ ଫ୍ୟାକଲ୍ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ

ଭୁବନେଶ୍ୱର ()କୋଭିଡ-୧୯ ମହାମାରୀ ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସଟି)ରେ ୫ ଦିନିଆ ଏଆଇସିଟିଇ ଟ୍ରେନିଂ ଓ ଲର୍ନିଂ (ଅଟଳ) ଫ୍ୟାକଲ୍ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ବିଷୟ ବସ୍ତୁ ଥିଲା “ଜିଓଗ୍ରାଫିକାଲ୍ ଇନ୍‌ଫର୍ମେସନ୍…

ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର() ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହେବା କାରଣରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ…

‘ନୌଲ୍‌’ ପ୍ରଭାବରୁ ୨୦ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା

ଭୁବନେଶ୍ୱର() ଦକ୍ଷିଣ ଚୀନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ନୌଲ୍‌’ ର ପ୍ରଭାବରେ ବଙ୍ଗୋପ ସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପ ସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ…

କୋଭିଡ ଯୁଦ୍ଧରେ ଅବଦାନ ନିମନ୍ତେ ସୋଆ ଜାତୀୟ ସ୍ତରରେ ସମ୍ମାନିତ

ଭୁବନେଶ୍ୱର () କୋଭିଡ-୧ ମହାମାରୀ ସମୟରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ଦେଶର ଉଚ୍ଚ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ଭାବେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)କୁ “ଉତ୍କୃଷ୍ଟ ସଂସ୍ଥାନ ବିଶ୍ୱକର୍ମା ପୁରସ୍କାର” ରେ ସମ୍ମାନିତ କରାଯାଇଛି । ଗୁରୁବାର…

ଭାରତରେ ଦୁଗ୍ଧ ଓ ଅଣ୍ଡା ଉତ୍ପାଦନ ୬ % ବୃଦ୍ଧି ପାଇଛି

ଭୁବନେଶ୍ୱର() ଅର୍ଥନୀତି ଉପରେ କୋଭିଡ-୧୯ ମହାମାରୀର ଗଭୀର ପ୍ରଭାବ ପଡିବା ସତ୍ୱେ ଭାରତରେ ଦୁଗ୍ଧ ଏବଂ ଅଣ୍ଡାର ଉତ୍ପାଦନ ୬% ବୃଦ୍ଧି ପାଇଛି ବୋଲି କହିଛନ୍ତି ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍)ର ମହା ନିଦେ୍ର୍ଧଶକ ଓ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ଡ. ତି୍ରଲୋଚନ ମହାପାତ୍ର…

କୋଭିଡ-୧୯ ପରିପ୍ରେକ୍ଷୀରେ ସୋଆ ଏନ୍ଏସ୍ଏସ୍ ର ବିଭିନ୍ନ କାର୍ଯ୍ୟକ୍ରମ

ଭୁୁବନେଶ୍ୱର() କୋଭିଡ-୧୯ ସଂକ୍ରମଣ ପରବର୍ତୀ ପାଂଚ ମାସ ମଧ୍ୟରେ ସୋଆ ଡିମ୍ଡ ବିଶ୍ୱବିଦ୍ୟାଳୟର ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀ ମାନେ କରୋନା ଭାଇରସ୍ ସଚେତନତା ସହିତ ବିଭିନ୍ନ କାର୍ଯ୍ୟକ୍ରମରେ ସଂପୃକ୍ତ ରହି ଏହି ପରିସ୍ଥିତିର ମୁକାବିଲା କରି ଚାଲିଛନ୍ତି । କୋଭିଡ-୧୯ ପ୍ରାଦୁର୍ଭାବ ଆରମ୍ଭ…