Odia News Portal
Browsing Tag

soa

ସୋଆରେ ଆୟୋଜିତ ହେବ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ପ୍ୟାରେଡ କ୍ୟାମ୍ପ

ଭୁବନେଶ୍ୱର()  ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ରେ ରବିବାର ଠାରୁ ଆରମ୍ଭ ହେବ ୧୦ ଦିନିଆ ସାଧାରଣତନ୍ତ୍ର ଦିବସ ପୂର୍ବବର୍ତୀ ପ୍ୟାରେଡ କ୍ୟାମ୍ପ । ଏହି କ୍ୟାମ୍ପରେ ପୂର୍ବାଂଚଳ ଏବଂ ଉତର ପୂର୍ବାଂଚଳ ରାଜ୍ୟରୁ ୨୦୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଯୋଗ ଦେବେ । କେନ୍ଦ୍ର…

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସୋଆର ୭ ଗବେଷକ

ଭୁବନେଶ୍ୱର()  ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି । ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ  ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ…

ବିଶ୍ୱସ୍ତରୀୟ ଟାଇମ୍ସ ହାଇଅର ଏଡୁକେସନ ରାକିଙ୍ଗ୍‌ରେ ସୋଆ ସ୍ଥାନିତ

ଭୁବନେଶ୍ୱର()  ସମ୍ନାନଜନକ ଟାଇମ୍ସ ହାଇଅର ଏଡୁକେସନ (ଟିଏଚଇ ) ୱାର୍ଲଡ ୟୁନିଭର୍ସିଟି ରାଙ୍କିଙ୍ଗରେ କ୍ରମାଗତ ଦ୍ଵିତୀୟ ବର୍ଷ ଲାଗି ଇଞ୍ଜିନିଅରିଂ ଓ ଟେକ୍ନୋଲୋଜ୍ଜି ଏବଂ କମ୍ପ୍ୟୁଟର ସାଇନ୍ସ କ୍ଷେତ୍ରରେ୬୦୧-୮୦୦କାଟେଗୋରୀରେ ସ୍ଥାନ ପାଇଛି ଶିକ୍ଷା ଓ ଅନୁସନ୍ଧାନ (ଡିମଡ଼ ଟୁ ବି )…

ପୂର୍ବ ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ ସୋଆକୁ କ୍ୟୁଏସ୍ ଆଇ-ଗଜ୍ ଡାଇମଣ୍ଡ ରେଟିଂ ସମ୍ମାନ

ଭୁବନେଶ୍ୱର()  ଚଳିତବର୍ଷ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଂ ଫ୍ରେମ୍‌ୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗରେ ଦେଶର ୨୦ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ସ୍ଥାନ ପାଇଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟ) ହାସଲ କରିଛି ଆଉ ଏକ ସଫଳତା । ପୂର୍ବ…

ନିଟ ପରୀକ୍ଷାରେ ସୋଆ ଆଇ.ଏଚ୍.ଏସ୍.ଇ ର ଛାତ୍ରଛାତ୍ରୀଙ୍କ ସଫଳତା

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ + ୨  ମହାବିଦ୍ୟାଳ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ହାୟର୍ ସେକେଣ୍ଡାରୀ ଏଜୁକେସନ୍ର ୮ ଜଣ  ଛାତ୍ରଛା ସର୍ବଭାରତୀୟ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍)ରେ କୃତିତ୍ୱର ସହ ସମ୍ମାନ ଜନକ ସ୍ଥାନ (ର୍ୟାଙ୍କ) ରଖି ସଫଳତା ହାସଲ କରିଛନ୍ତି । ନିଟରେ…

ସୋଆ ଏନ୍ଏସ୍ଏସ୍ ପକ୍ଷରୁ ଜାତୀୟ ଶିକ୍ଷାନୀତି ସମ୍ପର୍କିତ ୱେବିନାର

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସି) ଏନ୍ଏସ୍ଏସ୍ ଶାଖା ପକ୍ଷରୁ ଜାତୀୟ ଶିକ୍ଷା ନୀତି -୨୦୨୦ ଶୀର୍ଷକ ଏକ ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଏହି ୱେବିନାର୍ରେ ସୋଆ କୁଳପତି ପ୍ରଫେସର ଡଃ ଅଶୋକ କୁମାର ମହାପାତ୍ର ସାମଗି୍ରକ ଓ ସନ୍ତୁଳିତ ସ୍ୱାସ୍ଥ୍ୟ ଜାତୀୟ ଶିକ୍ଷୀ…

କରୋନା ମୁକାବିଲା ପାଇଁ ସୋଆ କମ୍ୟୁନିଟି ରେଡିଓର ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ବର()  କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି । ୟୁନିସେଫ୍‌ର ସହଭାଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪…

ଅନଲାଇନରେ ସୋଆ ଜାଗୋର ୧୪ତମ ପ୍ରତିଷ୍ଠା ଦିବସ ପାଳନ

ଭୁବନେଶ୍ୱର() ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ଡିମଡ ଟୁ ବି ୟୁନିଭର୍ସିଟି)ର ସାମାଜିକ ଶାଖା \"ଜାଗୋ\'ର୧୪ ତମ ପ୍ରତିଷ୍ଠା ଦିବସ ଅନଲାଇନ ମାଧ୍ୟମରେ ପାଳିତ ହୋଇଯାଇଛି । କରୋନା ମହାମାରୀ ସମୟରେ ଏବଂ ଏହାପରେ କିଭଳି ଭାବରେ ବିଭିନ୍ନ ସୁଖ ସ୍ୱାଚ୍ଛନ୍ଦ୍ୟରୁ ବଂଚିତ ହୋଇଥିବା ପିଲା ଏବଂ…

ସୋଆ ପକ୍ଷରୁ ଜିଆଇଏସ୍‌, ରିମୋଟ ସେନ୍‌ସିଂ ଓ ଆପ୍ଲିକେସନ୍‌ସ ସମ୍ବନ୍ଧରେ ଫ୍ୟାକଲ୍ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ

ଭୁବନେଶ୍ୱର ()କୋଭିଡ-୧୯ ମହାମାରୀ ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସଟି)ରେ ୫ ଦିନିଆ ଏଆଇସିଟିଇ ଟ୍ରେନିଂ ଓ ଲର୍ନିଂ (ଅଟଳ) ଫ୍ୟାକଲ୍ଟି ଡେଭଲପ୍‌ମେଂଟ ପ୍ରୋଗ୍ରାମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ବିଷୟ ବସ୍ତୁ ଥିଲା “ଜିଓଗ୍ରାଫିକାଲ୍ ଇନ୍‌ଫର୍ମେସନ୍…

ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ, ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର() ପଶ୍ଚିମ ମଧ୍ୟ ବଙ୍ଗୋପସାଗର ଏବଂ ଉତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଲଘୁଚାପ ଘନୀଭୂତ ହେବା କାରଣରୁ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ…