Odia News Portal
Browsing Tag

sports

୨୦୨୩ ଏସିଆ କପ ଆୟୋଜନ କରିବ ପାକିସ୍ତାନ

ନୂଆଦିଲ୍ଲୀ: ୨୦୨୩ରେ ହେବାକୁ ଥିବା ଏସିଆ କପ୍କୁ ପାକିସ୍ତାନ ଆୟୋଜନ କରିବ। ଏହି ଇଭେଣ୍ଟ ଦିନିକିଆ ଭିତ୍ତିରେ ଖେଳାଯିବ। ଏହାର ପରବର୍ତ୍ତୀ ବର୍ଷ ଶ୍ରୀଲଙ୍କା ଟି୨୦ ଫର୍ମାଟରେ ଏସିଆ କପ୍ ଆୟୋଜନ କରିବ। ଏ ନେଇ ଦୁବାଇରେ ଅନୁଷ୍ଠିତ ଏସିଆନ୍ କ୍ରିକେଟ କାଉନ୍ସିଲ (ଏସିସି) ବୈଠକରେ ନିଷ୍ପତ୍ତି…

ଟି-୨୦ ବିଶ୍ୱକପ ଲାଗି ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ

ନୂଆଦିଲ୍ଲୀ: ଟି-୨୦ ବିଶ୍ୱକପ ଲାଗି ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ କରିଛି ବିସିସିଆଇ । ଅକ୍ଟୋବର ୧୭ ରୁ ନଭେମ୍ବର ୧୪ ପର୍ୟ୍ୟନ୍ତ ୟୁଏଇ ଏବଂ ଓମାନରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ୨୦୨୧ ରେ ବିରାଟ ବାହିନୀ ଏକ ନୂତନ କିଟ୍ରେ ନଜର ଆସିବେ। ବିସିସିଆଇ ଏକ ଟ୍ୱିଟ୍ କରି…

ବଡ଼ ବିଜୟ ଲକ୍ଷ୍ୟରେ କୋଲକାତା

ଦୁବାଇ: ଆଇପିଏଲ ମହାସମରରେ ଆଜି ରାଜସ୍ଥାନକୁ ଭେଟିବ କୋଲକାତା । ପ୍ଲେଅଫରେ ପହଞ୍ଚିବା ଲାଗି କୋଲକାତାକୁ ଆଜି ବଡ଼ ବିଜୟ ଆବଶ୍ୟକ ରହିଛି । କେକେଆର୍ ସଂପ୍ରତି ୧୩ ମ୍ୟାଚ୍ରୁ ୬ ବିଜୟ ପାଇ ଚତୁର୍ଥ ସ୍ଥାନରେ ରହିଛି। ରନ୍ରେଟ୍ରେ ମଧ୍ୟ ଏହି ଦଳ ଗତଥରର ବିଜେତା ମୁମ୍ବାଇ ଇଣ୍ଡିଆନ୍ସଠାରୁ ଆଗରେ…

ଆଜି ହାଇଦ୍ରାବାଦକୁ ଭେଟିବ ବାଙ୍ଗାଲୋର

ଦୁବାଇ: ଆଇପିଏଲ ମହାସମରରେ ଆଜି ହାଇଦ୍ରାବାଦ ଏବଂ ବାଙ୍ଗାଲୋର ମଧ୍ୟରେ ମୁକାବିଲା ହେବାକୁ ଯାଉଛି । ପ୍ଲେ ଅଫ୍ ଦୌଡ଼ରୁ ବାଦ ପଡ଼ିସାରିଥିବା ସନ୍ରାଇଜର୍ସ ଅନ୍ତିମ ଦୁଇ ମୁକାବିଲାକୁ ଜିତି ସମ୍ମାନର ସହ ଅଭିଯାନ ଶେଷ କରିବା ଲକ୍ଷ୍ୟରେ ରହିବ। ଅନ୍ୟପକ୍ଷରେ ଆସନ୍ତାକାଲି ମ୍ୟାଚ୍ରେ ବିଜୟୀ…

ଏକ ନମ୍ବର ସ୍ଥାନ ପାଇଁ ମୁହାଁମୁହିଁ ହେବେ ଧୋନୀ ଏବଂ ପନ୍ଥ

ଦୁବାଇ: ଅଭିଜ୍ଞ ବନାମ ଯୁବ ପ୍ରତିଭାବାନ । ଆଇପିଏଲ ମହାସମରରେ ଏକ ନମ୍ବର ସ୍ଥାନ ପାଇଁ ଲଢ଼ିବେ ଚେନ୍ନାଇ ଏବଂ ଦିଲ୍ଲୀ । କ୍ୟାପଟେନ କୁଲଙ୍କୁ ଟାର୍ଗେଟ କରିବେ ପନ୍ଥ । ଧୋନୀଙ୍କ ନେତୃତ୍ୱାଧିନ ଚେନ୍ନାଇ ସୁପରକିଙ୍ଗ୍ରେ ଅଭିଜ୍ଞ ଖେଳାଳୀ ରହିଥିବା ବେଳେ ଦିଲ୍ଲୀରେ ରହିଛନ୍ତି ଯୁବ ଖେଳାଳୀ ।…

IPL: ଆଜି ମୁମ୍ବାଇ-ଦିଲ୍ଲୀ, ରାଜସ୍ଥାନ-ଚେନ୍ନାଇ

ଦୁବାଇ: ଆଇପିଏଲ ମହାସମରରେ ଆଜି ୨ଟି ମ୍ୟାଚ ଖେଳାଯିବ । ପ୍ରଥମ ମ୍ୟାଚଟି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ ମଧ୍ୟ ଖେଳାଯିବାକୁ ଥିବା ବେଳେ ଦ୍ୱିତୀୟ ମ୍ୟାଚରେ ରାଜସ୍ଥାନକୁ ଭେଟିବ ଟେବୁଲ ଟପ୍ପର ଚେନ୍ନାଇ । ଆଜିର ଦୁଇଟିଯାକ ମ୍ୟାଚ ବେଶ ଗୁରୁତ୍ୱ ବହନ କରିବ । ଦିଲ୍ଲୀ ଏବଂ…

ରେକର୍ଡ କଲେ ସ୍ମୃତି ମାନ୍ଧନା

ନୂଆଦିଲ୍ଲୀ: ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ସ୍ମୃତି ମାନ୍ଧନା ଆଉ ଏକ ମାଇଲଖୁଣ୍ଟ ପାର କରିଛନ୍ତି । ଏକ ଅଲୋଡ଼ା ରେକର୍ଡ ସ୍ଥାପନ କରିଛନ୍ତି ସ୍ମୃତି । ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍ ଦଳ ବିପକ୍ଷରେ ଖେଳାଯାଉଥିବା ଦିବା-ରାତ୍ରି ଟେଷ୍ଟ ମ୍ୟାଚ୍ ରେ ଭାରତର ସ୍ମୃତି ମଂଧାନା ସୃଷ୍ଟି…

ଶେଷ ବଲରେ ଜିତିଲା ଚେନ୍ନାଇ

ଦୁବାଇ: ସୁପର ସଣ୍ଡେରେ ସୁପର ମ୍ୟାଚ୍ । କୋଲକାତାକୁ ହରାଇ ପଏଣ୍ଟ ଟେବୁଲରେ ଟପ ଉଠିଲା ଚେନ୍ନାଇ । ଚେନ୍ନାଇ ଚଳିତ ସଂସ୍କରଣର ଆଇଏପିଏଲ୍ରେ ଏପର୍ୟ୍ୟନ୍ତ ୧୦ଟି ମ୍ୟାଚ୍ ଖେଳିଛି। ଏଥିରୁ ୮ଟି ମ୍ୟାଚ ଜିତିଛି। କୋଲକାତା ମଧ୍ୟ ୧୦ଟି ମ୍ୟାଚ୍ ଖେଳିଛି କିନ୍ତୁ ୪ଟି ମ୍ୟାଚରେ ବିଜୟ ହାସଲ କରିଛି।…

ଚେନ୍ନାଇ ଆଗରେ ୧୭୨ ରନର ବିଜୟ ଲକ୍ଷ୍ୟ

ଦୁବାଇ: ଆଜି ଆଇପିଏଲ ମହାସମରରେ ଭେଟା ଭେଟି ହୋଇଛନ୍ତି ଚେନ୍ନାଇ ଏବଂ କୋଲକାତା । କୋଲକାତା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭର ମଧ୍ୟରେ ୬ ୱିକେଟ ବିନିମୟରେ ୧୭୧ ରନ ସଂଗ୍ରହ କରିଛି । ଚେନ୍ନାଇକୁ ଏହି ମ୍ୟାଚ ଜିତିବା ଲାଗି ୧୭୨ ରନ ଆବଶ୍ୟକ ରହିଛି । କୋଲାକାତା ପ୍ରଥମ ଓଭରରୁ…

ରାଜସ୍ଥାନକୁ ହରାଇ ପଏଣ୍ଟ ଟେବୁଲର ଶୀର୍ଷରେ ଦିଲ୍ଲୀ

ଦୁବାଇ: ପୁଣି ପଏଣ୍ଟ ଟେବୁଲରେ ଶୀର୍ଷକୁ ଉଠିଲା ଦିଲ୍ଲୀ । ରାଜସ୍ଥାନକୁ ହରାଇ ପ୍ରଥମ ଦଳ ଭାବେ ପ୍ଲେଅଫରେ ସ୍ଥାନ ପକ୍କା କରିଛି ଦିଲ୍ଲୀ । ଆବୁଧାବିର ଶେଖ ଜାୟେଦ୍ ଷ୍ଟାଡିୟମଠାରେ ଆଜି ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ ରାଜସ୍ଥାନ ରୟାଲ୍ସକୁ ୩୩ ରନରେ ପରାସ୍ତ କରିଛି ।…