Odia News Portal
Browsing Tag

student

ଚିନ୍ତା ବଢାଉଛି ଶିକ୍ଷାନୁଷ୍ଠାନର କରୋନା ସଂକ୍ରମଣ

ଚିନ୍ତା ବଢାଇଲାଣି ଶିକ୍ଷାନୁଷ୍ଠାନରେ କରୋନା ସଂକ୍ରମଣ । ପ୍ରଥମେ ସମ୍ବଲପୁରର ବୁର୍ଲା , ଆଉ ଏବେ ସୁନ୍ଦରଗଡ଼ ସେଣ୍ଟ ମେରି ବାଳିକା ବିଦ୍ୟାଳୟ । ଏହି ବିଦ୍ୟାଳୟରେ ମୋଟ ୫୬ ଜଣ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ଖବର…

ଆରମ୍ଭ ହେଲା ମହାଲିଙ୍ଗ କଲେଜରେ ପାଠପଢା

ଗୋବିନ୍ଦ ସାହୁଙ୍କ ମହାଲିଙ୍ଗ ସନସାଇନ୍ କଲେଜରେ ଆରମ୍ଭ ହେଲା ପାଠ ପଢା । ଯୁକ୍ତ ଦୁଇ ପିଲା କଲେଜ ଯାଇ କ୍ଲାସ କରୁଛନ୍ତି । ଆଜି ସକାଳୁ କଲେଜରେ ପାଠପଢା ଆରମ୍ଭ ହୋଇଛି । ସେପଟେ କଲେଜର ପରିଚାଳନା କମିଟି ଭାଙ୍ଗିଛି । ଗତକାଲି ପରିଚାଳନା କମିଟିକୁ ଭାଙ୍ଗି ଦିଆଯାଇଛି । ନୂଆ ପରିଚାଳନା କମିଟି…

ଘରୋଇ ମେସରୁ କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଦ୍ବିତୀୟ ବର୍ଷ ଛାତ୍ରୀଙ୍କ ମୃତଦେହ ହେଲା ଉଦ୍ଧାର । ଭଦ୍ରକ ଟାଉନ ଥାନା ଅଧିନସ୍ଥ ଜଗନ୍ନାଥପୁର ଅଞ୍ଚଳରେ ଘଟିଛି ଏପରି ଅଘଟଣ ।ଏକ ଘରୋଇ ମେସରେ ବନ୍ଦ କୋଠରୀ ଭିତରୁ ଫ୍ୟାନରେ ଓଢଣୀରେ ଝୁଲୁଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଭଦ୍ରକ ଟାଉନ ପୋଲିସ ଘଟଣାର…

ଟ୍ୟୁସନ ଯାଉଥିଲେ, ଭାସିଗଲେ ଛାତ୍ର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ପ୍ରଥମ ଘଟଣା। ନାଳରେ ଭାସିଯାଇ ନାବାଳକ ନିଖୋଜ। ଟ୍ୟୁସନ ଯିବା ବେଳେ ଡ୍ରେନରେ ଭାସିଗଲେ ନାବାଳକ। ଭୁବନେଶ୍ବର ଶତାବ୍ଦୀ ନଗର ବ୍ୟାଙ୍କ କଲୋନୀ ପାଖ ନାଳରେ ଭାସିଗଲେ ଦଶମ ଶ୍ରେଣୀ ଛାତ୍ର। ସାଇକେଲ ନେଇ ଟ୍ୟୁସନ ଯାଉଥିବା ବେଳେ ନାଳରେ ପଡି ଯାଇଥିଲେ…

ୟୁଜି ପ୍ରଥମ ବର୍ଷ ୨୦ରୁ କ୍ଲାସରୁମ୍ ପାଠପଢା

ଆସନ୍ତା ୨୦ରୁ କ୍ଲାସରୁମରେ ପାଠ ପଢିବେ ୟୁଜି ପ୍ରଥମ ବର୍ଷର ପିଲା । କଲେଜରେ ପ୍ରଥମ ବର୍ଷ ପିଲାଙ୍କ ପାଇଁ ଶ୍ରେଣୀଗୃହରେ ଆରମ୍ଭ ହେବ ପାଠ । କରୋନା କଟକଣା ସହ କ୍ଲାସ ରୁମରେ ପାଠପଢା ହେବ । ମାସ୍କ ବ୍ୟବହାର ଓ ସାମାଜିକ ଦୂରତା ନିୟମ ମଧ୍ୟ ପାଳନ ବାଧ୍ୟତାମୂଳକ କରାଯାଇଛି । ଏନେଇ ସବୁ ଭିସି…

ଆଫଗାନିସ୍ଥାନ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ମଝିରେ ଲାଗିଲା ପରଦା

କାବୁଲ: ପଞ୍ଜଶୀରରେ ପତାକା ଉଡ଼ାଇବା ପରେ ଯୁଦ୍ଧ ବିରାମ ଘୋଷଣା କରିଛି ତାଲିବାନ। ଏପଟେ ଆଫଗାନିସ୍ତାନରେ ସ୍ଥିତି ଧୀରେ ଧୀରେ ସ୍ୱାଭାବିକ ହୋଇଛି। ବିଶ୍ୱ ବିଦ୍ୟାଳୟ ଗୁଡ଼ିକରେ ପୁଣିଥରେ କ୍ଲାସ୍ ଆରମ୍ଭ ହୋଇଛି। ଛାତ୍ରଛାତ୍ରୀମାନେ ପାଠ ପଢ଼ିବା ବି ଆରମ୍ଭ କରିଛନ୍ତି। ହେଲେ ଶ୍ରେଣୀ ଗୃହର…

ସ୍ୱପ୍ନ ଓ ସମ୍ଭାବନା ହେଉଛି ଛାତ୍ର ଜୀବନର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଶିକ୍ଷାର ବିକାଶ ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଫୋକସ । ଛାତ୍ର ଛାତ୍ରୀଙ୍କ ଲାଗି ମୁଖ୍ୟମନ୍ତ୍ରୀଙ୍କ ଅବଦାନକୁ ସାଧାରଣରେ କରାଯାଉଛି ପ୍ରଂଶସା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରେ ଆଜି ତୃତୀୟ ପର୍ୟ୍ୟାୟରେ ଆଉ ୧୦ଟି ରୂପାନ୍ତରୀତ ସ୍କୁଲକୁ ଲୋକାର୍ପିତ କରିବା…

ପ୍ରକାଶ ପାଇଲା ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ

ପ୍ରକାଶ ପାଇଲା ଅଫଲାଇନ ମାଟ୍ରିକ ପରୀକ୍ଷା ଫଳ । ଅଫଲାଇନ ପରୀକ୍ଷାରେ ୫୨୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଯେଉଁଥିରେ ୩୧୦୦ ଛାତ୍ର ଓ ୨୧୩୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୮୦.୮୩ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ଅଫଲାଇନ ପରୀକ୍ଷାରେ ୧୪୧…

ସ୍କୁଲ ଖୋଲୁ ଖୋଲୁ ପଜିଟିଭ୍‌

ସ୍କୁଲ ଖୋଲୁ ଖୋଲୁ ବାହାରିଲା କରୋନା ପଜିଟିଭ । ଫଳରେ ହାଇସ୍କୁଲକୁ ସାନିଟାଇଜ କରିବା ସହିତ କଣ୍ଟେନମେଣ୍ଟ ଘୋଷଣା କରିଛି ପ୍ରଶାସନ । ଏଭଳି ଘଟଣା ମଙ୍ଗଳବାର ଦାରିଙ୍ଗବାଡି ଅଞ୍ଚଳରୁ ସାମ୍ନାକୁ ଆସିଛି । ସୂଚନାଯୋଗ୍ୟ ଯେ, ଦାରିଙ୍ଗବାଡି ଆଶ୍ରମ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ରୀ ପଜିଟିଭ…

କରୋନା କଟକଣା ଭିତରେ ଖୋଲିଲା ସ୍କୁଲ

କରୋନା କଟକଣା ଭିତରେ ଆଜିଠାରୁ ଖୋଲିଲା ସ୍କୁଲ, ଆସିଲେ ଛାତ୍ରଛାତ୍ରୀ । ପ୍ରଥମ ପର୍ଯ୍ୟାୟରେ ଆଜିଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ସିଧାସଳଖ ପାଠପଢା ଆରମ୍ଭ ହୋଇଛି । ସରକାର ଜାରି କରିଥିବା ମାର୍ଗଦର୍ଶିକା ପାଳନ କରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ…