ଶ୍ରୀମନ୍ଦିରକୁ ଗଳା ବାଟ ? ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ
ନୀଳାଦ୍ରି ବିଜେ ପରେ ଆଜିଠାରୁ ରତ୍ନବେଦୀରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ହେଲେ ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥାରେ ବଡ଼ ବିଭ୍ରାଟ ଅଭିଯୋଗ ହୋଇଛି । ଗଳାବାଟ ଦେଇ ଶ୍ରୀମନ୍ଦିର ଭିତରକୁ ପଶିଗଲେ କିଛି ଯୁବକ । ସୁରକ୍ଷା ବିଭ୍ରାଟର ସାଂଘାତିକ ତ୍ରୁଟିର ଦୃଶ୍ୟ ଏବେ ସାମ୍ନାକୁ ଆସିବା!-->…