Odia News Portal
Browsing Tag

swadhikar news

କରୋନା କଟକଣାକୁ ଫୁ କରି ମାଛ ଧରିଲେ ଶତାଧିକ ଲୋକ

ବୌଦ୍ଧ: କରୋନା କଟକଣାକୁ ଫୁ । ପୋଖରୀରୁ ମାଛ ଧରିଲେ ଶତାଧିକ ଲୋକ । ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଉମା ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଗାଁ ମୁଣ୍ଡରେ ରହିଥିବା ପୋଖରୀରେ ଶତାଧିକ ଲୋକ ମାଛ ମାରୁଥିବା ବେଳେ ଖୋଲାଖୋଲି ଭାବେ କଟକଣାକୁ ଫୁ କରିଦେଇଛନ୍ତି । ଯାହାକୁ ନେଇ ଏବେ…

୨୪ ଘଣ୍ଟାରେ ଭୁବନେଶ୍ୱରରୁ ଚିହ୍ନଟହେଲେ ୫୬୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର: କରୋନା ଚେନକୁ ଭାଙ୍ଗିବା ଲାଗି ଜାରି ରହିଛି ଲକଡାଉନ ଓ ସଟଡାଉନ । ଯାହା ଫଳରେ ତଳମୁହାଁ ହେବାକୁ ବସିଛି କରୋନା ମିଟର । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ୱରରୁ ୫୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ସ୍ଥାନୀୟ ଅଞ୍ଚଳରୁ ୪୫୪ ଜଣ…

୨୪ ଘଣ୍ଟାରେ ସର୍ବାଧିକ ୪୦ ଜୀବନ ନେଲା କିଲର୍ ଭାଇରସ୍

ଭୁବନେଶ୍ୱର: ରାଜ୍ୟରେ କମିବାରେ ଲାଗିଛି ସଂକ୍ରମଣର ମାତ୍ରା କିନ୍ତୁ କରୋନା ମୃତ୍ୟୁ କିନ୍ତୁ ଥମିବାର ନାଁ ଧରୁନି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସମୟରେ ସର୍ବାଧିକ ୪୦ ଜଣ ଆକ୍ରାନ୍ତ ଜୀବନ ନେଇଛି ମହାମାରୀ। ଏହାକୁ ମିଶାଇ ରାଜ୍ୟରେ ମୋଟ୍…

ରାଜ୍ୟରୁ ଆଜି ୮୩୯୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ ସାମାନ୍ୟ ଅବସ୍ଥାକୁ ଫେରୁଛି ସଂକ୍ରମଣର ଟ୍ରାକ ।ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୨୧୩୧ ରେ ପହଞ୍ଚିଛି ।ଆଜିର ସଂକ୍ରମିତଙ୍କ ମଧ୍ୟରୁ ୪୭୪୧ ଜଣ…

ଛାତ୍ରଛାତ୍ରୀଙ୍କ ସପକ୍ଷରେ କେନ୍ଦ୍ର: ରଦ୍ଦ ହେଲା ସିବିଏସଇ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଉଛି ସଂକ୍ରମଣ । ତେବେ କରୋନା ସଂକ୍ରମଣ ଏବଂ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ।ଆଜି କେନ୍ଦ୍ର ସରକାର ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ରଦ୍ଦ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସିବିଏସଇର…

ନୂତନ ଟିକାକେନ୍ଦ୍ର ଖୋଲିବାକୁ ଜଟଣୀ କଂଗ୍ରେସର ଦାବିପତ୍ର

ଜଟଣୀ : ଜଟଣୀ ଅଞ୍ଚଳରେ କରୋନା ମହାମାରୀର ସଂକ୍ରମଣ ଦିନକୁ ଦିନ ଭୟାବହ ହେଉଥିବାରୁ ଜଟଣୀ ଜନସାଧାରଣ ଏବେ ଆତଙ୍କିତ ଅବସ୍ଥାରେ |ଉଭୟ ଜଟଣୀ ସହର ଏବଂ ଗ୍ରାମାଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଚାଲିଛି |ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ବଢ଼ି ଚାଲିଛି |ନିକଟରେ କରୋନାରେ…

ଜଟଣୀରେ ଟ୍ରକ ମାଲିକ ମହାସଂଘ ପକ୍ଷରୁ ବିରୋଧ ପ୍ରଦର୍ଶନ

ଜଟଣୀ : ଜଟଣୀସ୍ଥିତ ଭାରତୀୟ ଖାଦ୍ୟ ନିଗମରୁ ବାହାର ଜିଲ୍ଲାର ଟ୍ରକ ଲଗାଇ ମାଲ ପରିବହନକୁ ବିରୋଧ କରିଛି ସ୍ଥାନୀୟ ମା ଜଟିଆଣି ଟ୍ରକ ମାଲିକ ମହାସଂଘ |ମହାସଂଘର ୨୦୦ ଗାଡି ମାଲିକ ଖାଦ୍ୟ ନିଗମ ସାମ୍ନାରେ ବିରୋଧ ପ୍ରଦର୍ଶନ କରିଛନ୍ତି |ବର୍ଷ ବର୍ଷ ଧରି ଟ୍ରକ ମାଲିକ ମହାସଂଘ ମାଲ ପରିବହନ କରି…

କରୋନା କାଳରେ ସାମ୍ବାଦିକଙ୍କୁ ସାହାଯ୍ୟ କଲେ ବିଗ୍ ବି

ନୂଆଦିଲ୍ଲୀ: ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏପରି ପରିସ୍ଥିତିରେ ସିନେ ତାରକା ମାନେ ମଧ୍ୟ ନିଜ ନିଜ ସ୍ତରରେ ବିଭିନ୍ନ ଉପାୟରେ ସାଧାରଣ ଜନତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି |କରୋନା ସଙ୍କଟ ସମୟରେ ଲୋକଙ୍କୁ ଉତ୍ସାହିତ କରିବା ସହିତ ଅଭିନେତାମାନେ ସେମାନଙ୍କୁ ଆର୍ଥିକ…

କେନ୍ଦ୍ର ବନାମ ରାଜ୍ୟ: ମମତାଙ୍କ ପରାମର୍ଶଦାତା ଅଲପନଙ୍କୁ କାରଣ ଦର୍ଶାଅ ନୋଟିସ୍

ନୂଆଦିଲ୍ଲୀ: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଅଲପନ୍ ବନ୍ଦୋପାଧ୍ୟାୟଙ୍କୁ କେନ୍ଦ୍ର ସରକାର କାରଣ ଦର୍ଶାଅ ନୋଟିସ୍ ପଠାଇଛନ୍ତି। ତିନି ଦିନ ମଧ୍ୟରେ ଏହାର ଉତ୍ତର ଦେବାକୁ କେନ୍ଦ୍ର ସରକାର କହିଛନ୍ତି। ଏତଦ୍ ବ୍ୟତୀତ, ଅଲପନ୍ ଙ୍କ ବିପକ୍ଷରେ ବିପର୍ଯ୍ୟୟ ପରିଚାଳନା ଆଇନର ଧାରା 51…