Odia News Portal
Browsing Tag

swadhikar news

ନବରଙ୍ଗପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ଏବଂ ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ

ନବରଙ୍ଗପୁର: ନବରଙ୍ଗପୁର ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଜିଲ୍ଲାରେ କୋଭିଡ଼ ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ।ତେବେ ତାଙ୍କ ସହିତ ଅତିରିକ୍ତ ସ୍ୱାସ୍ଥ୍ୟ ସଚିବ ପ୍ରଦୀପ କୁମାର ମହାପାତ୍ର ମଧ୍ୟ ନବରଙ୍ଗପୁର ଗସ୍ତ କରିଛନ୍ତି । ସୂଚନା ଅନୁଯାୟୀ,  ଏକ…

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ୮୩୧୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣର ମାତ୍ରା ସାମାନ୍ୟ ହ୍ରାସ ପାଇବା ପରେ । ପୁଣି ଆଉ ଥରେ ବୃଦ୍ଧି ପାଇଛି ସଂକ୍ରମିତଙ୍କ ସଂଖ୍ୟା ।ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୬୪୯୯୭ ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା…

ରାଜ୍ୟରେ ଜୁନ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଭୁବନେଶ୍ୱର: ରାଜ୍ୟରେ ବଢିଲା ଲକ୍ ଡାଉନ୍ ଅବଧି ।ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍‌ ଅବଧି ଜୁନ ୧୭ ତାରିଖ ସକାଳ ୫ଟା ଯାଏଁ ବଢା ଯାଇଛି। ଏଥିସହ ସପ୍ତାହାନ୍ତ ସଟ୍‌ଡାଉନ୍‌ ମଧ୍ୟ ପୂର୍ବ ପରି ଜାରି ରହିବ। କିନ୍ତୁ ଏଥର ସଟ୍‌ଡାଉନ୍‌ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ଯାଏଁ…

ବାତ୍ୟା ୟାସ୍ ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଜାତିସଂଘର ପ୍ରଶଂସା

ଭୁବନେଶ୍ୱର: ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜାତିସଂଘର ପ୍ରଶଂସା । ବିପର୍ଯ୍ୟୟ ମୁକାବିଲା ପାଇଁ କେମିତି ସଠିକ ପରିଚାଳନା, ସୁଚିନ୍ତିତ ଯୋଜନା ଏବଂ ପୂର୍ବ ପ୍ରସ୍ତୁତି କରାଯାଏ ନବୀନ ପଟ୍ଟନାୟକଙ୍କ ସରକାର ଠାରୁ ଶିଖିବାର ଆବଶ୍ୟକତା ରହିଛି ବୋଲି ମିଳିତ…

ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । “ୟଶ୍” ବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ଅଞ୍ଚଳ ଯଥା ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲ୍ଲା ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିଛନ୍ତି । …

ସନ୍ଧ୍ୟା ସାଢ଼େ ୬ରେ ତାଲାବନ୍ଦ ନେଇ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ଵପୂର୍ଣ୍ଣ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଲକ୍ ଡାଉନ୍ ବୃଦ୍ଧି ହେବ କି ନାହିଁ ତାଉପରେ ସାରା ରାଜ୍ୟବାସୀଙ୍କ ନଜର ଥିବା ସମୟରେ ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟରେ ତାଲାବନ୍ଦ ଏବଂ କରୋନା ସ୍ଥିତିକୁ ନେଇ କିଛି ଗୁରୁତ୍ଵପୂର୍ଣ୍ଣ ସୂଚନା ଦେବେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଓଡ଼ିଶାର କରୋନା ସଂକ୍ରମଣ…

ରାଜ୍ୟରେ ବଢ଼ିଲା ସଂକ୍ରମଣ: ୯୫୪୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଧିରେ ଧିରେ କମିବାରେ ଲାଗିଛି ସଂକ୍ରମଣ ।ଗୁରୁବାର ରାଜ୍ୟରେ ପଜିଟିଭ ସଂଖ୍ୟା କମିଥିବା ସମୟରେ ଶୁକ୍ରବାର ପୁନିବଢ଼ିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫୪୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା…

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ବାର୍ତ୍ତା: କରୋନା ସମୟରେ ଏହିପରି ନିଅନ୍ତୁ ପିଲାମାନଙ୍କର ଯତ୍ନ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବା ଜଣାପଡିଛି। ଏପ୍ରିଲ ମାସରେ, ଯେଉଁଠାରେ ପ୍ରତିଦିନ ସାଢେ ତିନି ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହେଉଥିବା ଦେଖିବାକୁ ମିଳିଥିଲା, ବର୍ତ୍ତମାନ ଏହି ସଂଖ୍ୟା ଦୈନିକ ଦୁଇ ଲକ୍ଷରୁ କମ୍ ହୋଇଛି | ଏହି ସମୟରେ, କରୋନାର…

ସାଉଦିଆରବରୁ ଆସିବ ୧୦୦ରୁ ଅଧିକ ଆଇଏସଓ କଂଟେନର

ନୂଆଦିଲ୍ଲୀ /ଭୁବନେଶ୍ୱର : ଭାରତକୁ ସାଉଦିଆରବ ୬୦ ଟନ୍ ଲିକୁଇଡ୍ ମେଡ଼ିକାଲ ଅକ୍ସିଜେନ ସହ ୩ଟି ଆଇଏସଓ କଂଟେନର ପଠାଇଥିବା ବେଳେ ଆଗାମୀ ଦିନରେ ଅଧିକ ୧୦୦ଟି ଆଇଏସଓ କଂଟେନର ପଠାଇବାର ବ୍ୟବସ୍ଥା କରିଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଉଦିଆରବର ଉର୍ଜା ମନ୍ତ୍ରୀ ପ୍ରିନ୍ସ…