Odia News Portal
Browsing Tag

up

ୟୁପିକୁ ମୋଦୀଙ୍କ ବଡ ଉପହାର

ଦେଶର ସବୁଠୁ ବଡ଼ ବିମାନ ବନ୍ଦରର ହେଲା ଶିଳାନ୍ୟାସ । ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତରାଷ୍ଟ୍ରୀୟ ଏୟାରପୋର୍ଟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ୨୦୨୪ ସୁଦ୍ଧା ଏହି ବିମାନ ବନ୍ଦର କାମ ସଂପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ୫୦…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୨୮ ଲକ୍ଷ କର୍ମଚାରୀଙ୍କୁ ମିଳିବ ବୋନସ

ୟୁପି: ଦୀପାବଳିରେ ସବୁଠି ପ୍ରାୟତଃ କର୍ମଚାରୀଙ୍କୁ ମିଳିଥାଏ ବୋନସ । ତେବେ କର୍ମଚାରୀଙ୍କ ଲାଗି ସରକାର ମଧ୍ୟ ବଡ଼ ଘୋଷଣା କରିଛନ୍ତି । ତେବେ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଏଭଳି ଘୋଷଣା କରାଯାଇଛି । ୨୮ ଲକ୍ଷ କର୍ମଚାରୀଙ୍କୁ ମିଳିବ ୋବନସ । ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ବୋନସର ପ୍ରସ୍ତାବକୁ…

ପ୍ରିୟଙ୍କା ଗାନ୍ଧୀଙ୍କ ବଡ଼ ପ୍ରତିଶ୍ରୁତି: ୟୁପିରେ କଂଗ୍ରେସ ସରକାର ଆସିଲେ ଝିଅଙ୍କୁ ମିଳିବ…

ନୂଆଦିଲ୍ଲୀ: ୨୦୨୨ରେ ହେବାକୁ ଯାଉଛି ଉତ୍ତରପ୍ରଦେଶ ସାଧାରଣ ନିର୍ବାଚନ । ବିଜେପି ମାତ ଦେବା ଲାଗି କଂଗ୍ରେସ ପକ୍ଷରୁ ରଣନୀତି ପ୍ରସ୍ତୁତି ଚାଲିଛି । ୟୁପିର ମଙ୍ଗ ଧରିଥିବା ପ୍ରିୟଙ୍କା ସରକାର ଗଠନ କରିବା ଲାଗି ପ୍ରୟାସ ଆରମ୍ଭ କରିଛନ୍ତି । କଂଗ୍ରେସ ମହାସଚିବ ଓ ଉତ୍ତର ପ୍ରଦେଶରର ପ୍ରଭାରୀ…

ପ୍ରିୟଙ୍କା ଖେଳିଲେ ମହିଳା କାର୍ଡ

ଲକ୍ଷ୍ନୌ: ଉତ୍ତରପ୍ରଦେଶରେ ଦୀର୍ଘ ବର୍ଷ ଧରି କ୍ଷମତାଠାରୁ ଦୂରରେ ରହିଥିବା କଂଗ୍ରେସ ଦଳ ବିଧାନସଭା ନିର୍ବାଚନ ପୂର୍ବରୁ ଆକ୍ସନ୍ ମୁଡ୍ ରେ ଆସିଛି। କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜନସମର୍ଥନ ବଢ଼ାଇବାକୁ ପ୍ରୟାସ ଜାରି ରଖିଛନ୍ତି। ଲକ୍ଷ୍ନୌରେ ଏକ ସାମ୍ବାଦିକ ସମ୍ମିଳନୀ କରି…

ଝାନସୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୧୧ ମୃତ

ଉତ୍ତରପ୍ରଦେଶ: ଝାନସୀ ଜିଲ୍ଲାରେ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୭ ଜଣ ମହିଳା ଏବଂ ୪ ଜଣ ଶିଶୁଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି। ଚିରାଗାଓଁ ଅଞ୍ଚଳର ଭଣ୍ଡେରା ରାସ୍ତାରେ ତୀର୍ଥଯାତ୍ରୀମାନେ ଦଶହରା ପୂଜା ପରେ ନିଜ ଗାଁକୁ ଫେରୁଥିବା ବେଳେ…

୩ ଦିନିଆ ରିମାଣ୍ଡରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ର

ନୂଆଦିଲ୍ଳୀ: ଲଖୀମପୁର ଖେରୀ ହିଂସାକାଣ୍ଡ ମାମଲାରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅକୁ ୩ ଦିନିଆ ରିମାଣ୍ଡମରେ ନେଇଛି ଉତ୍ତରପ୍ରଦେଶ ପୋଲିସ । ସୋମବାର ଆଶିଷ ମିଶ୍ରଙ୍କୁ ୩ ଦିନିଆ ରିମାଣ୍ଡରେ ପଠାଇଛନ୍ତି କୋର୍ଟ । ଲଖୀମପୁର ହିଂସାକାଣ୍ଡରେ ସମ୍ପୃକ୍ତିକୁ ନେଇ ପୋଲିସ ଆଶିଷ…

ଲକ୍ଷ୍ମୀପୁର ଖେରୀ ହିଂସା ମାମଲା: କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ସମନ

ଲକ୍ଷ୍ନୌ: ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ ପୋଲିସ ଆଶିଷ ପାଣ୍ଡେ ଏବଂ ଲବକୁଶ ରାଣା ନାମକ ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରିଛି। ତେବେ କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ର ଟେନିଙ୍କ ପୁଅ ଆଶିଷ ମିଶ୍ରଙ୍କୁ ପୋଲିସ ଗିରଫ କରିପାରିନାହିଁ। ସେ ଏବେ ବି ଫେରାର ଥିବା କୁହାଯାଇଛି । ଏହି ମାମଲାରେ…

ଲକ୍ଷ୍ମୀପୁର ଖେରି ହିଂସାକାଣ୍ଡ: ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସାକାଣ୍ଡକୁ ନେଇ ଦେଶବ୍ୟାପୀ ଆଲୋଡନ୍ । ରାଜନୀତି ବି ତେଜିଛି । କୃଷକଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା ଘଟଣାକୁ ନେଇ ଉତ୍ତରପ୍ରଦେଶ ସରକାର ଓ କେନ୍ଦ୍ରକୁ ଟାର୍ଗେଟ କରୁଛନ୍ତି ବିରୋଧୀ । ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି । ଆଜି ଲଖିମପୁର…

ସୀତାପୁରରେ ପହଞ୍ଚିଲେ ରାହୁଲ

ଲକ୍ଷ୍ନୌ: କଂଗ୍ରେସର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନି ବୁଧବାର ସନ୍ଧ୍ୟାରେ ସୀତାପୁରରେ ପହଞ୍ଚିଛନ୍ତି। ସେମାନେ ସେଠାରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିବେ। ଗତ ସୋମବାରଠାରୁ…

ଲକ୍ଷ୍ମୀପୁର ଖେରୀ ହିଂସାକାଣ୍ଡ: ଆସିଲା ପ୍ରାଣ ହରାଇଥିବା ଚାଷୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ମୀପୁର ଖେରୀରେ ଘଟିଥିବା ହିଂସାକାଣ୍ଡରେ ପ୍ରାଣ ହରାଇଥିବା ୯ ଜଣଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ସାମ୍ନାକୁ ଆସିଛି। ୮ ଜଣଙ୍କ ମଧ୍ୟରେ ୪ ଜଣ ଚାଷୀ ଥିବା ବେଳେ ଆଉ ୪ ଜଣ ବିଜେପି କର୍ମୀ। ସେହିପରି ସ୍ଥାନୀୟ ସାମ୍ବାଦିକ ରମଣ କଶ୍ୟପ ମଧ୍ୟ ହିଂସାକାଣ୍ଡରେ ଜୀବନ…