Odia News Portal
Browsing Tag

vaccination

ମାର୍ଚ୍ଚ ୧୬ରୁ ୧୨-୧୪ ବର୍ଷ ବୟସର ପିଲାଙ୍କୁ ଦିଆଯିବ ଟିକା

ଦେଶରେ ୧୨ ରୁ ୧୪ ବର୍ଷ ବୟସର ପିଲାମାନଙ୍କୁ ମାର୍ଚ୍ଚ ୧୬ରୁ ଟିକା ଦିଆଯିବ । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭୀୟ ସୋମବାର ଟ୍ବିଟ୍ କରି ଏହି ସୂଚନା ଦେଇଛନ୍ତି । ସୂଚନାନୁସାରେ, ୧୨ ରୁ ୧୪ ବର୍ଷ ବୟସର ପିଲାଙ୍କୁ ବାୟୋଲୋଜିକାଲ- ଇ କମ୍ପାନୀର ‘କୋର୍ବୋଭାକ୍ସ’ ଟିକା ଦିଆଯିବ…

ଟିକାକରଣରେ ରେକର୍ଡ କଲା ବିଏମସି

ଟିକାକରଣରେ ରେକର୍ଡ କଲା ବିଏମସି । ୨୦ ତାରିଖ ସୁଦ୍ଧା ମୋଟ ୨୯ ଲକ୍ଷ ୦୨ ହଜାର ୩୦୯ ଡୋଜ ଟିକା ଦିଆଯାଇଛି । ସେଥି ମଧ୍ୟରୁ ୧୫ ଲକ୍ଷ ୦୮ ହଜାର ୮୮୪ ପ୍ରଥମ ଡୋଜ ନେଇଥିବା ବେଳେ, ୧୩ ଲକ୍ଷ ୫୬ ହଜାର ୪୬୫ ଦ୍ୱିତୀୟ ଡୋଜ ଦିଆଯାଇଛି । ସେହିପରି ଭାବରେ ୧୫ ରୁ ୧୮ ବର୍ଷ କିଶୋର ବର୍ଗରେ ବର୍ତ୍ତମାନ…

ଜାନୁଆରୀ ୩ ରୁ ଦିଆଯିବ ଟିକା

୧୫ରୁ ୧୮ ବର୍ଷ ବୟସର ପିଲାମାନଙ୍କୁ ଦିଆଯିବ କୋଭିଡ୍ ଟିକା । ଏଥିପାଇଁ ଆଜିଠାରୁ କୋ-ଓ୍ଵିନ୍ ଆପ୍‌ରେ କରିପାରିବେ ପଞ୍ଜିକରଣ । ଦଶମ ଶ୍ରେଣୀର ପରିଚୟ ପତ୍ରକୁ ଏକ ବିକଳ୍ପ ଭାବେ ବ୍ୟବହାର କରାଯାଇପାରିବ । ଯେଉଁ ଛାତ୍ରଛାତ୍ରୀଙ୍କ ଆଧାର ଏବଂ ଅନ୍ୟ ପରିଚୟ ପତ୍ର ନଥିବ ସେମାନେ ଆଇଡେଣ୍ଟି…

ଓଡ଼ିଶାରେ ୪ କୋଟି ଟପିଲା ଟିକାଦାନ

ଭୁବନେେଶ୍ବର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ…

ଟିକା ନେଇନଥିଲେ ଘରକୁ ଯିବେ ସ୍ୱାସ୍ଥ୍ୟକର୍ମୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ଟିକା ନେଇ ନ ଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ । ଆସନ୍ତାକାଲିଠାରୁ ଟିକା ନେଇ ନଥିବା ଲୋକଙ୍କୁ ଖୋଜିବା ଅଭିଯାନ ଆରମ୍ଭ ହେବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଗାଁ ଗାଁରେ ଏଭଳି ଲୋକଙ୍କୁ ଖୋଜିବେ ଆଶାକର୍ମୀ…

୧୦୦ କୋଟି ଟିକାକରଣ ପ୍ରତ୍ୟେକ ଦେଶବାସୀଙ୍କ ସଫଳତା: ମୋଦି

ନୂଆଦିଲ୍ଲୀ: ଟିକାକରଣ କାର୍ଯ୍ୟକ୍ରମକୁ ‘ଭିଆଇପି’ ସଂସ୍କୃତି ନିୟନ୍ତ୍ରଣାଧୀନ କରାଇ ଦେଇନାହୁଁ ଏବଂ ସମସ୍ତଙ୍କ ପ୍ରତି ସମବିଚାର ହୋଇଥିବା ଆମେ ସୁନିଶ୍ଚିତ ବୋଲି ଆଜି ପୂର୍ବାହ୍ନ ୧୦ଟାରେ ଜାତି ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଅଭିଭାଷଣ…

ସ୍ୱାସ୍ଥ୍ୟକର୍ମୀଙ୍କ ପରିଶ୍ରମ ଓ ନିଷ୍ଠାକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭାରତରେ ୧୦୦ କୋଟି କୋଭିଡ ଟିକାକରଣ ହୋଇଛି । ଏଭଳି ଗୁୁରୁତ୍ୱପୂର୍ଣ୍ଣ ମାଇଲଖୁଂଟ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ସ୍ୱାସ୍ଥ୍ୟକର୍ମୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ମୂଲ୍ୟବାନ ଜୀବନ ବଂଚାଇବା ସହ ଟିକାକରଣ ପ୍ରକ୍ରିୟା ନିଶ୍ଚିତ କରିବା ପାଇଁ ଦେଶର…

ଭାରତରେ ଶହେ କୋଟି ଟପିଲା ଟିକାକରଣ

ନୂଆଦିଲ୍ଲୀ: ଇତିହାସ ରଚିଲା ଭାରତ । ଟିକାକରଣ କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ପାର କରିଛି । କୋଭିଡ ବିରୋଧରେ ଜାରି ରହିଥିବା ଲଢ଼େଇ ମୁଖ୍ୟ ଅସ୍ତ୍ର ବୋଲାଉଥିବା ଟିକାକରଣରେ ଭାରତ ୧୦୦ କୋଟି ଟପିଛି । ଯାହାକି ରେକର୍ଡ କରାଯାଇଛି । ଏହି ସଫଳତା ସହ ଭାରତ ବିଶ୍ୱର ପ୍ରଥମ ଦେଶ ହୋଇପାରିଛି,…

ଦେଶରେ ୯୯ କୋଟି ଅତିକ୍ରମ କଲା ଟୀକାକରଣ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ ଟୀକାକରଣ ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ଏବେ ରେକର୍ଡ କରିଛି । ମଙ୍ଗଳବାର ସୁଦ୍ଧା ଟୀକାକରଣ ସଂଖ୍ୟା ୯୯ କୋଟି ଅତିକ୍ରମ କରିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଦେଶରେ ବହୁତ ଶୀଘ୍ର ଟୀକାକରଣ ସଂଖ୍ୟା ୧୦୦ କୋଟି ଛୁଇଁବ । ଦେଶରେ…

ଗୋଟିଏ ଦିନରେ ୨ କୋଟି ଟିକାକରଣ

ନୂଆଦିଲ୍ଲୀ : କୋଭିଡ୍ ଟିକାକରଣ ଦ୍ରୁତଗତିରେ ଜାରି ରହିଛି । ପୁଣି ଥରେ ଦୈନିକ ଟିକାକରଣରେ ଭାରତର ରେକର୍ଡ । ଦେଶରେ ଗୋଟିଏ ଦିନରେ ୨ କୋଟି ଟପିଲା ଟିକାକରଣ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ରେକର୍ଡ କରିଛି ଭାରତ । ଗୋଟିଏ ଦିନରେ ୨ କୋଟି ଟିକାକରଣ କରାଯାଇଛି । ଯାହାକି…