Odia News Portal
Browsing Tag

vaccine information by centre

ଟିକା ଯୋଗାଣ ସମ୍ପର୍କୀତ ଆଗୁଆ ସୂଚନା ଦେଉଛନ୍ତି କେନ୍ଦ୍ର ସରକାର

 ନୂଆଦିଲ୍ଲୀ : କେନ୍ଦ୍ରଶାସିତ ଅଞ୍ଚଳ ଏବଂ ରାଜ୍ୟଗୁଡିକୁ କେନ୍ଦ୍ର ସରକାର ଜୁନ ୧୫ତାରିଖ ପର୍ଯ୍ୟନ୍ତ କୋଭିଡ ଟିକା ଯୋଗାଣ ସମ୍ପର୍କୀତ ତଥ୍ୟ ଆଗୁଆ ଦେଇଛନ୍ତି । ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକରେ କୋଭିଡ ଟିକା କେନ୍ଦ୍ର ପ୍ରସ୍ତୁତ କରିବା ଏବଂ ଏହାର ପ୍ରଶାସନିକ ପରିଚାଳନା…