Odia News Portal
Browsing Tag

weather report

ମାର୍ଚ୍ଚରୁ ବଢିବ ଉତ୍ତାପ

ମାର୍ଚ୍ଚ ପହିଲାରୁ ରାଜ୍ୟରେ ପ୍ରବଳ ଖରା ହେବ। ଗତ କିଛି ଦିନ ହେଲା ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ତାତିର ହାବଭାବରୁ ଏହାର ସ୍ପଷ୍ଟ ସଂକେତ ମିଳି ସାରିଲାଣି। ଶୁକ୍ରବାର ଦିନ ମାଲକାନଗିରି ଓ ଭୁବନେଶ୍ବରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୮ଡିଗ୍ରି ରେକର୍ଡ ହୋଇଛି। ସକାଳୁ ସୂର୍ଯ୍ୟଙ୍କ ତାପ…

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ଗତକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ।ବଙ୍ଗୋପସାଗରରେ ଏ ମାସରେ ଏହା ହେଉଛି ଚତୁର୍ଥ ଲଘୁଚାପ । ଆସନ୍ତା ୨୯ ଓ ୩୦ ତାରିଖରେ ଏହା ତାମିଲନାଡୁ ଉପକୂଳ ଛୁଇଁବ ।…

ଆହୁରି ବର୍ଷିବ

ଭୁବନେଶ୍ୱର: ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୧୯ ଯାଏଁ ବର୍ଷା ସମ୍ଭାବନା ରହିଛି। ୩ ଦିନ ଯାଏଁ ୧୫,୧୬,୧୭ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ୧୮, ୧୯ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି…

୧୯ ଯାଏଁ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ ଆସନ୍ତା ୧୯ ତାରିଖ ଯାଏଁ ବର୍ଷା ଜାରି ରହିବ ବୋଲି ଅଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି । ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି ଯେ ଗତକାଲି ଦକ୍ଷିଣ ଆଣ୍ଡାମାନ ତତ୍ ସଲଗ୍ନ ଥାଇଲାଣ୍ଡ ଉପକୂଳରେ…

ଜାଣନ୍ତୁ ଆଜି କେଉଁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ଆଜିଠୁ ବଦଳିବ ପାଣିପାଗ । ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିଲା । ତେବେ ଆଜିଠୁ ରାଜ୍ୟର ପାଣିପାଗ ବଦଳିବ । ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କିଛି ସ୍ଥାନରେ ଶୁଖିଲା ପାଗ ରହିବ । ୧୭ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରବାବ…

ଛେଚୁଛି ବର୍ଷା, ଲୋକେ ହନ୍ତସନ୍ତ

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି । ଏହା ବର୍ତ୍ତମାନ ତାମିଲନାଡୁ ଉପକୂଳ ଓ ଆଭ୍ୟନ୍ତରୀଣ ଅଂଚଳରେ ସକ୍ରିୟ ରହିଛି । ସେହି ଅଂଚଳରୁ ଗୋଟିଏ ଟ୍ରାପ ଲାଇନ ଓଡିଶା ଯାଏଁ ଲମ୍ବିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ…

୧୬ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୂବନେଶ୍ୱର:ବର୍ଷାକୁ ନେଇ ଭୂବନେଶ୍ୱର ପାଣିପାଗ ବିଭାଗରୁୁ ସୂଚନା । ବଙ୍ଗୋପସାଗର ସୃଷ୍ଟ ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ୧୩ ରେ ଆଉ ଏକ ଲଗୁଚାପ । ୧୬ ତାରିଖ ଯାଏଁ ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି । ସୂଚନା ମୁତାବକ ଗଞ୍ଜାମ,…

୧୦ରେ ଏହିସବୁ ଜିଲ୍ଲାରେ ପ୍ରବଳ କାଚିବ

ଭୁବନେଶ୍ୱର: ପୁଣି ଫେରିଛି ଲଘୁଚାପ । ନଭେମ୍ବର ଦ୍ବିତୀୟ ଓ ତୃତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଥିବାବେଳେ ୧୦ରୁ ରାଜ୍ୟରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ପୁଣି ନାଦିବ ବର୍ଷା

ଭୁବନେଶ୍ୱର: ପୁଣି ଫେରୁଛି ବର୍ଷା । ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା ରହିଛି । ଆସନ୍ତା ୯ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । GFS ମୋଡେଲ…

୭ ତାରିଖ ଯାଏଁ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୪ ଦିନ ତଥା ୭ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଏଥିସହ ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନୂଆପଡ଼ାର…