ESI ହସ୍ପିଟାଲରେ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା
ଭୁବନେଶ୍ୱର: ଭୁବନେଶ୍ୱର ESI ହସ୍ପିଟାଲ୍ରେ ଚିକିତ୍ସା ଅବହେଳା ଯୋଗୁ ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖା ଦେଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତା ଉପରେ ମୃତଦେହ ରଖି ମେଫେୟାରରୁ ଜୟଦେବ ବିହାର ରାସ୍ତା ଅବରୋଧ କରିଛନ୍ତି। ତେବେ ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।ସୂଚନା…
