କ୍ଷୁଦ୍ର ଓ ଅଣୁ ଶିଳ୍ପ ବିଭାଗ ପକ୍ଷରୁ ତାଲିମ ଓ ସଚେତନତା
ପାରାଦ୍ୱୀପ: ଭାରତ ସରକାରଙ୍କ ମଧ୍ୟମ, କ୍ଷୁଦ୍ର ଓ ଅଣୁ ଶିଳ୍ପ ବିଭାଗ ପକ୍ଷରୁ ତାଲିମ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ। ସ୍ଥାନୀୟ ଏମ୍ପାୟାର୍ସ ହୋଟେଲ ସମ୍ମିଳନୀ କକ୍ଷରେ ମଧ୍ୟମ , କ୍ଷୁଦ୍ର ଓ ଅଣୁ ଶିଳ୍ପ ବିଭାଗ ପକ୍ଷରୁ ଏକ ତାଲିମ ଓ ସଚେତନତା ସୃଷ୍ଟି କରିବା ପାଇଁ ଏକ ସ୍ୱତନ୍ତ୍ର…
