Odia News Portal
Yearly Archives

2018

ଆଇନଜୀବୀଙ୍କୁ ଆଇନମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ବର (): ରାଜ୍ୟରେ ଦୀର୍ଘଦିନ ଧରି ଚାଲିଥିବ ଆଇନଜୀବୀ ଆନ୍ଦୋଳନ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା । ସେ ଆଜି ଆଇନଜୀବୀଙ୍କୁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ଅପିଲ କରିଛନ୍ତି । ସାଧାରଣ ଲୋକଙ୍କ ସ୍ବାର୍ଥ ଦୃଷ୍ଟିରୁ ଆଇନଜୀବୀମାନେ ଆନ୍ଦୋଳନ ପ୍ରତ୍ୟାହାର…

ସୁନ୍ଦରୀ କରୁଛି କଲବଲ

ସାତକୋଶିଆ ଜଙ୍ଗଲରେ ଆତଙ୍କ ସୃଷ୍ଟି କରିଥିବା ବାଘୁଣୀ ସୁନ୍ଦରୀକୁ ଟ୍ରାଙ୍କୁଲାଇଜ କରିବା ପାଇଁ ମଧ୍ୟପ୍ରଦେଶ ପେଂଚ ଓ କାହ୍ନା ଅଭାୟାରଣ୍ୟରୁ ୨ ଜଣିଆ ଟିମ ଅନୁଗୁଳରେ ପହଚିଂଛନ୍ତି । ସୁନ୍ଦରୀକୁ ଧରିବା ଲାଗି ଉଦ୍ୟମ କରାଯାଉଥିବା କହିଛନ୍ତି ମନ୍ତ୍ରୀ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିଜୟଶ୍ରୀ…

କୁନ୍ଦୁଲି ପିଡିତା ପାଇଁ ବିଧାୟକ ପଦ ଛାଡିଲେ

6ରେ ବାଚସ୍ପତିଙ୍କୁ ଦେବେ ଇସ୍ତଫାପତ୍ର ଭୁବନେଶ୍ବର () : କୋରାପୁଟ ବିଧାୟକ କୃଷ୍ଣ ସଗରିଆ ତାଙ୍କ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି । ଭୁବନେଶ୍ବରଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, କୁନ୍ଦୁଲି ପୀଡ଼ିତାଙ୍କୁ ନ୍ୟାୟ ନମିଳିବା ପ୍ରତିବାଦରେ ସେ ଇସ୍ତଫା ଦେୁଛନ୍ତି ।…

ଜିତିଲା ଭାରତ

ଚତୁର୍ଥ ଦିନିକିଆରେ ୱେଷ୍ଟଇଣ୍ଡିଜକୁ ୨୨୪ ରନରେ ହରାଇଲା ଟିମ୍ ଇଣ୍ଡିଆ । ଯୁବ ତାରକା ରୋହିତ ଶର୍ମା ଏବଂ ଅମ୍ବାତି ରାୟଡୁଙ୍କ ଦମଦାର ଶତକ ଆଗରେ ଘାଇଲା ହୋଇଛି ୱେଷ୍ଟଇଣ୍ଡିଜ୍ । ମାତ୍ର ୧୫୩ ରନରେ ସମସ୍ତ ଓି୍ୱକେଟ ହରାଇବା ସହ ୱେଷ୍ଟଇଣ୍ଡିଜକୁ ଏକ ବଡ ପରାଜୟର ସାମ୍ନା କରିବାକୁ ପଡିଛି । ଏହି…

ଓକିଲ ଧର୍ମଘଟ ସମାଧାନ ନହେଲେ ରାସ୍ତାକୁ ଓହ୍ଲାଇବ କଂଗ୍ରେସ

ହାଇକୋର୍ଟରେ ଆଇନଜୀବୀଙ୍କ ଆନ୍ଦୋଳନ ଗଣତନ୍ତ୍ରକୁ ନଷ୍ଟ କରିଛି। ଆସନ୍ତା ୨ ତାରିଖ ସୁଦ୍ଧା ଏହାର ସମାଧାନ ହେବା ଦରକାର। ନହେଲେ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଏକ ପ୍ରେସମିଟରେ କହିଛନ୍ତି ରାଜ୍ୟ କଂଗ୍ରେସ ମୁଖପାତ୍ର ତାରା ପ୍ରସାଦ ବାହିନୀପତି । ଏହି ମାମଲାରେ ରାଜ୍ୟ ସରକାରଙ୍କୁ ମଧ୍ୟ…

ରୋହିତ, ରାଇଡୁଙ୍କ ଶତକ, ଇଣ୍ଡିଜକୁ ୩୭୮ ଲକ୍ଷ୍ୟ

ମୁମ୍ବାଇର ବ୍ରାବୋର୍ଣ୍ଣ ଷ୍ଟାଡିୟମଠାରେ ଚାଲିଥିବା ଭାରତ-େଓ୍ଵଷ୍ଟଇଣ୍ଡିଜ ୪ର୍ଥ ଦିନିକିଆରେ ଭାରତ ପ୍ରଥମେ ବ୍ୟାଟିଂ କରି ଇଣ୍ଡିଜ ଆଗରେ ୩୭୮ରନର ବିଶାଳ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି । ରୋହିତ ଶର୍ମା ଓ ଅମ୍ବାତି ରାଇଡୁଙ୍କ ଶତକ ବଳରେ ଭାରତ ଏହି ବିଶାଳ ସ୍କୋର ଛିଡା କରିବାକୁ ସକ୍ଷମ…

୨ଟି ଉଡିବ, ଗୋଟିଏ ବନ୍ଧା

ଡିଜସିଏର କ୍ଲିନଚିଟ୍ ପରେ ଖୋଲିଲା ବୈଜୟନ୍ତଙ୍କ ହେଲିକପ୍ଟର ହ୍ୟାଙ୍ଗର । ଦୀର୍ଘ ୪୨ ଦିନ ପରେ ଇମ୍ଫାର ସିଲ ହୋଇଥିବା ହ୍ୟାଙ୍ଗର ଖୋଲିଛି ପୁରୀ ପୋଲିସ । ଜଣେ ଏସଡିପିଓ ଓ ମେରାଇନ ଥାନା ପୋଲିସ ଆଇଆଇସିଙ୍କ ଉପସ୍ଥିତିରେ ଖୋଲାଯାଇଛି ହ୍ୟାଙ୍ଗର । ତେବେ ହ୍ୟାଙ୍ଗରରେ ଥିବା ୩ଟି ହେଲିକପ୍ଟର…

ଇଣ୍ଡୋନେସିଆ ବିମାନ ଦୁର୍ଘଟଣାରେ ୧୮୮ ମୃତ୍ୟୁ ଆଶଙ୍କା

ଆକାଶରେ ବଡ ଅଘଟଣ । ଇଣ୍ଡୋନେସିଆର ଜାକର୍ତାରେ ଆଜି ସକାଳୁ ସକାଳୁ ବଡ ବିମାନ ଦୁର୍ଘଟଣା ହୋଇଛି । ଲାୟନ ଏୟାରର ବିମାନ ଉଡାଣର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ବିମାନରେ ୧୮୮ ଜଣ ଯାତ୍ରୀ ଥିଲେ । ଏଥିରେ ୧୭୮ ଯାତ୍ରୀଙ୍କ ସମେତ ୩ ଜଣ ଶିଶୁ, ୨ ପାଇଲଟ ଓ ୫ ଜଣ କ୍ରୁ ମେମ୍ବର ଥିଲେ…

ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଆଶଙ୍କା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଂଟା ଭିତରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଉପୂକଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ନେଇ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । କେତେକ ସ୍ଥାନରେ ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ ।…

ନବ ନିର୍ମାଣ କୃଷକ ସଂଗଠନର ପଦଯାତ୍ରା

ଚାଷୀଙ୍କୁ ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନ୍ସନ୍ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି ନବନିର୍ମାଣ କୃଷକ ସଂଗଠନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଚାଷୀମାନେ ପଦଯାତ୍ରାରେ ଭୁବନେଶ୍ୱର ଆସୁଛନ୍ତି। ତେବେ ପଦଯାତ୍ରାରେ ଆସୁଥିବା ଚାଷୀଙ୍କୁ ପୁଲିସ୍ ଅଟକାଉଥିବା ନବନିର୍ମାଣ କୃଷକ ସଂଗଠନର ଆବାହକ ଅକ୍ଷୟ…