୨୬ ସୁଦ୍ଧା ହିତାଧିକାରୀଙ୍କୁ ମିଳିବ କାଳିଆ ଯୋଜନାର ଟଙ୍କା
ଭୁବନେଶ୍ୱର: ଆସନ୍ତା ୨୬ ତାରିଖ ସୁଦ୍ଧା ଯୋଗ୍ୟହିତାଧୀକାରୀଙ୍କୁ ରାଜ୍ୟ ସରକାରଙ୍କ କାଳିଆ ଯୋଜନାର ଟଙ୍କା ମିଳିବ । ପ୍ରଥମ ପର୍ଯ୍ୟାୟରେ ହିତାଧକାରୀଙ୍କ ଆକାଉଂଟକୁ ଯିବ ଟଙ୍କା । ଆଉ ଏଥିରେ ମୋଟ୍ ୧୨ ଲକ୍ଷ ୪୦ ହଜାର ହିତାଧୀକାରୀଙ୍କୁ ଟଙ୍କା ମିଳିବ । ତେବେ ବର୍ତ୍ତମାନ ଆବେଦନ କରିଥିବା…
