ଭାରତୀୟ ସେନାବାହୀନିର ୫୬୦ ଜଣ ସହିଦଙ୍କ ନାଁ ନିଜ ପିଠିରେ ଟାଟୁ କରିଥିବା ବ୍ୟକ୍ତି
ନୂଆଦିଲ୍ଲୀ: ଅଭିଷେକ ଗୌତମ ନାମକ ଜଣେ ୩୦ ବର୍ଷିୟ ଇଣ୍ଟରିୟର୍-ଡିଜାଇନର୍ ତାଙ୍କ ପିଠିରେ କରାଇଥିବା ୫୯୩ଟି ଟାଟୁ ମଧ୍ୟରେ ରହିଛି ଭାରତୀୟ ସେନାବାହୀନିର ୫୬୦ ଜଣ ସହିଦଙ୍କ ନାମ। ସେ କାର୍ଗିଲ୍ ଯୁଦ୍ଧ ସହିଦ ହୁଅନ୍ତୁ କି, ନିକଟ ଅତୀତର ହୁଅନ୍ତୁ, ସମସ୍ତଙ୍କ ନାମ ସେ ନିଜ ପିଠିରେ ଟାଟୁ ବା…
