ଅଚାନକ ନବୀନ ନିବାସ ନିକଟରେ ବିଜେପି ମହିଳା ମୋର୍ଚ୍ଚା
ଭୁବନେଶ୍ୱର: ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ମନ୍ତ୍ରୀ ମହାରଥୀଙ୍କ ବିବାଦୀୟ ବିବୃତି ପ୍ରସଙ୍ଗରେ ଗତ ୩ ଦିନ ଧରି ବିଜେପି ମହିଳା ମୋର୍ଚ୍ଚା ଆନ୍ଦୋଳନ ଚଳାଇଛି। ଆଜି ମହିଳା ମୋର୍ଚ୍ଚାର କର୍ମୀମାନେ ଆନ୍ଦୋଳନ କରୁଥିବା ବେଳେ ଅଚାନକ ନବୀନ ନିବାସ ନିକଟରେ ପହଞ୍ଚିଥିଲେ। ତେବେ ନବୀନ…
