ପରିବାର ଓ ଏମସ୍ କର୍ମଚାରୀଙ୍କ ସହ ନୂଆବର୍ଷ ପାଳନ
ଦିଲ୍ଲୀ: ହାପି ନ୍ୟୁ ଇୟର କହିଲା ଯୋଡା ମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା । ପରିବାରବର୍ଗଙ୍କ ସହିତ, ଏମସ୍ କର୍ମଚାରୀ ସମସ୍ତଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଛି ଜଗା । ପୁରୁଣା ବର୍ଷ ୨୦୧୮କୁ ବିଦାୟ ଦେଇଛି। ୨୦୧୮ ମସିହା ଉଭୟ ଜଗା-କାଳିଆଙ୍କ ପାଇଁ ଗରୁତ୍ୱପୂର୍ଣ୍ଣ ଥିଲା । ଜଗା ଏବେ…
