ନିର୍ବାଚନକୁ ମୁକ୍ତ ଓ ନିରପେକ୍ଷ କରିବା ପାଇଁ ନିର୍ବାଚନ କମିଶନ ନିକଟରେ ବିଜେଡିର ଦାବି
ଭୁବନେଶ୍ବର () ତନି ଦିନିଆ ଓଡ଼ିଶାରେ ଗସ୍ତରେ ମୁଖ୍ୟ ନିର୍ବାଚନ କମିଶନର ଅଶୋକ ଲାଭାସା । ଆସନ୍ତା ସାଧାରଣ ନିର୍ବାଚନକୁ ଅବାଧ ଓ ମୁକ୍ତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସମୀକ୍ଷା କରୁଛନ୍ତି । ଏହି କ୍ରମରେ ବିଭିନ୍ନ ରାଜନୈତିକ ଦଳର ନେତାମାନଙ୍କୁ ଭେଟିଛନ୍ତି ନିର୍ବାଚନ କମିଶନ…
