ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
୧୧ତମ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଟ୍ରେନର ଶୁଭାରମ୍ଭ। ଭୁବନେଶ୍ୱର ଠାରୁ କୋଲକାତା ଓ କାମାକ୍ଷା ଅଭିମୂଖେ ଏହି ଟ୍ରେନ ଯାତ୍ରା ଆରମ୍ଭ କରିଛି। ଭୁବନେଶ୍ୱର ରେଳ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ଏହା ସହ ସମସ୍ତ ତୀର୍ଥଯାତ୍ରୀଙ୍କୁ ଶୁଭବିଦାୟ ଜଣାଇବା…