ଝିଅ ବାହାଘରରେ ୫୦ ହଜାର ସହାୟତା ଦେବେ ସରକାର
ନିର୍ମାଣ ଶ୍ରମିକମାନେ ପେନସନ୍ ବାବଦରେ ଏଣିକି ୩୦୦ ଟଙ୍କା ପରିବର୍ତ୍ତେ ୫୦୦ ଟଙ୍କା ପାଇବେ । ନିର୍ମାଣ ଶ୍ରମିକମାନଙ୍କ ପାଇଁ ପେନସନ୍ ଓ ସହାୟତାର ପରିମାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି । ଏହାସହିତ ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ହିତାଧିକାରୀଙ୍କ ପେନସନ ରାଶିକୁ ୫୦୦…