୧୩ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ବର() ୧୩ଟି ଜିଲ୍ଲାକୁ ସତର୍କ ସୂଚନା । ଏହି ସବୁ ଜିଲ୍ଲା ଗୁଡିକରେ କାଳବୈଶାଖୀ ବର୍ଷା ସହ ଧୂଳିଝଡ଼, ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେଣୁ ଅପରାହ୍ନ ୫ଟା ୧୫ ପର୍ୟ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ…