ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ
ଭୁବନେଶ୍ବର() ରାଜ୍ୟସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ନାମାଙ୍କନର ଶେଷ ତାରିଖ ଜୁନ୍ ୨୫ ରହିଛି। ଆବଶ୍ୟକ ପଡ଼ିଲେ ଜୁଲାଇ ୫ରେ ବିଧାନସଭାର ୫୪ ନମ୍ବର…