ରବିବାର ସନ୍ଧ୍ୟାରେ ନିଅନ୍ତୁ ଘର ପ୍ରସ୍ତୁତ ଚିକେନ ଲଲିପପର ମଜା
ରବିବାରକୁ ଖାସ କରି ସମସ୍ତେ ଆମିଷ ଖାଇବାକୁ ପସନ୍ଦ କରିଥାନ୍ତି। ତେବେ ଖାଲି ତରକାରୀ ଏବଂ ବିରିୟାନୀ କାହିଁକି ସନ୍ଧ୍ୟା ସମୟରେ ଯଦି ସ୍ବାଦିଷ୍ଟ ଚିକେନ୍ ଲଲିପପ୍ ଖାଇବାକୁ ମିଳିଯାଏ ତେବେ ଆଉ କଣ ଦରକାର। ତେବେ ଆପଣଙ୍କ ରବିବାର ସନ୍ଧ୍ୟାକୁ ଚଟପଟା ଏବଂ ସ୍ବାଦିଷ୍ଟ କରିବା ପାଇଁ ଆଜି ଆମେ…